Posted inଖେଳ

ହାର୍ଟ ପାଇଁ ଶେଷ ହେଲା କ୍ୟାରିୟର

ବାର୍ସିଲୋନା,୧୫।୧୨: ବାର୍ସିଲୋନା ତଥା ଆର୍ଜେଣ୍ଟିନା ଷ୍ଟ୍ରାଇକର ସେର୍ଗିଓ ଅଗୁରୋ ବୁଧବାର ଫୁଟ୍‌ବଲରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ହୃଦ ଜନିତ ସମସ୍ୟା କାରଣରୁ ୩୩ ବର୍ଷ ବୟସରେ ସେ ନେଇଛନ୍ତି ଅବସର ନିଷ୍ପତ୍ତି। ଏଥିସହ ଶେଷ ହୋଇଛି ତାଙ୍କର ଦୀର୍ଘ ୧୮ ବର୍ଷର ଲମ୍ବା କ୍ୟାରିୟର। ପୂରା କ୍ୟାରିୟରରେ ୪୦୦ରୁ ଅଧିକ ଗୋଲ କରିଥିବା ଅଗୁରୋ ଆର୍ଜେଣ୍ଟିନା ପାଇଁ ଅନ୍ତର୍ଜାତୀୟ ସ୍ତରରେ ୪୧ ଗୋଲ କରିଥିଲେ।

ଅକ୍ଟୋବର ୩୦ ତାରିଖରେ ବାର୍ସିଲୋନା ଓ ଆଲାଭେଜ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ବେଳେ  ଛାତିରେ ଯନ୍ତ୍ରଣା ଅନୁଭବ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛି ଦିନ ପରେ ଲା ଲିଗା କ୍ଲବ ବାର୍ସିଲୋନା ପକ୍ଷରୁ କୁହାଯାଇଥିଲା, ହାର୍ଟର ସ୍ଥିତି ଭଲ ନ ଥିବାରୁ ସେ ଅତିକମ୍‌ରେ ୩ ମାସ ପାଇଁ ଫୁଟ୍‌ବଲରୁ ଦୂରେଇ ରହିବେ।

“ମୁଁ ଫୁଟ୍‌ବଲ ନ ଖେଳିବାକୁ ମନସ୍ଥ କଲି । ମୋ ସ୍ବାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି। ଫୁଟବଲ ଛାଡ଼ି ଦେବାକୁ ଡାକ୍ତର ମୋତେ ପରାମର୍ଶ ଦେଇଛନ୍ତି। ମୁଁ ୧୦ ଦିନ ତଳେ ଏହି ନିଷ୍ପତ୍ତି ନେଇଥିଲି। ମୋ କ୍ୟାରିୟର ପାଇଁ ମୁଁ ଗର୍ବିତ। ଏହା ମୋ ପାଇଁ ସ୍ବପ୍ନ ସତ ହେଲା ଭଳି ଥିଲା” ବୋଲି ଲୁହ ଭରା ଆଖିରେ କାମ୍ପାନୂଆଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଅଗୁରୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri