ବରଦା ପ୍ରସନ୍ନ ଦାସ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର ୨୪।୯(ବ୍ୟୁରୋ)- ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦୀର୍ଘଦିନ ଧରି ଖାଲିଥିବା ଅତିରିକ୍ତ ନିର୍ଦ୍ଦେଶକ ପଦ ପୂରଣ କରାଯାଇଛି। ଯୁଗ୍ମ ନିର୍ଦ୍ଦେଶକ ଥିବା ବରଦା ପ୍ରସନ୍ନ ଦାସଙ୍କୁ ପଦୋନ୍ନତି ଦେଇ ଉକ୍ତ ପଦବୀରେ ନିଯୁକ୍ତି ମିଳିଛି। ପୂର୍ବରୁ ସେ ଟିଟିଲାଗଡ଼ରେ ୧୯୮୪ରୁ ୧୯୯୦ ପର୍ଯ୍ୟନ୍ତ ଅବସ୍ଥାନ କରି ଓଡ଼ିଶା ସୂଚନା ସେବାରେ ଚାକିରି ଆରମ୍ଭ କରିଥିଲେ। ଏହାପରେ ନୟାଗଡ଼, ଜୟଦେବ ଭବନ, କଟକ, ବାଙ୍କୀ, ଅନୁଗୋଳ, ଦେବଗଡ, ଭୁବନେଶ୍ୱର ଖୋର୍ଦ୍ଧା ଜିଲାରେ ନିଜ ଦାୟିତ୍ୱ ସହ ସଂସ୍କୃତି ଅଧିକାରୀଭାବେ ସୁଚାରୁରୂପେ କାର୍ଯ୍ୟ ତୁଲାଇଛନ୍ତି। ଦାସ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ସରକାରଙ୍କ ବିଭିନ୍ନ ଯୋଜନାକୁ ଲୋକାଭିମୁଖୀ କରିବା ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ପଦୋନ୍ନତି କମିଟି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉନ୍ନୟନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସୂଚନା ଓ ଲୋକ ସମ୍ପର୍କ ଶାସନ ସଚିବ ସଞ୍ଜୟ ସିଂ, ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ପ୍ରମୁଖ ସଭ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍‌, ଧରାପଡ଼ିଲେ ଯୁବକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ବରମୁଣ୍ଡାରେ କଲରା ପତରିୟା ବାଘ ଛାଲ ବିକ୍ରି ପାଇଁ ମଙ୍ଗଳବାର ଡିଲ୍‌ ଚାଲିଥିଲା। ଏହି ସମୟରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ...

ଓଡ଼ିଶୀରେ ତ୍ରିବେଣୀ ସଙ୍ଗମ:କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟା

କୋଣାର୍କ,୪ା୧୨(ଡି.ଏନ.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ମଙ୍ଗଳବାର ଥିଲା ତୃତୀୟ ସନ୍ଧ୍ୟା। ଏଥିରେ ପୁରାଣ...

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲାଗୁଡ଼ିକ ହେଲା ମାଲକାନଗିରି,...

ଏବର୍ଷ ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ହେବ ନାହିଁ। ପୂର୍ବ ବର୍ଷ ଭଳି ଘରୋଇ ଉପଭୋକ୍ତାମାନେ ବିଦ୍ୟୁତ୍‌ ଦେୟ ପଇଠ...

‘ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା’

ଭୁବନେଶ୍ୱର,୨୯।୮(ବ୍ୟୁରୋ): କଂଗ୍ରେସର ଅଣସଂଗଠିତ ଶ୍ରମିକ କର୍ମଚାରୀ ସଂଘ ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରବିବାର ଏକ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ...

ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି...

ମାର୍ଚ୍ଚରେ ୧୦ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ମାର୍ଚ୍ଚ ମାସରେ ୧୦ ଦିନ ବ୍ୟାଙ୍କ ବନ୍ଦ ରହିବ। ଆର୍‌ବିଆଇ ଗାଇଡ୍‌ଲାଇନ ଅନୁଯାୟୀ, ବ୍ୟାଙ୍କଗୁଡିକ ରବିବାର ବ୍ୟତୀତ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର...

ଗଣଶିକ୍ଷା ମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ବର,୨୮ା୯(ବ୍ୟୁରୋ): ପୁରୀ ଜିଲା ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି। ଧର୍ମେନ୍ଦ୍ରଙ୍କ ମୃତ୍ୟୁ...

Advertisement
Archives

Model This Week