ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରଣାଳୟକୁ ଅବଗତ କରି ସାରିଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ ଅସନ୍ତୋଷ ତେଜି ଉଠିଛି।

ଏହି କ୍ରମରେ ବୁଧବାର ବରଗଡ଼ ନାଗରିକ ମଞ୍ଚ ଆହ୍ବାନରେ ବିକ୍ଷୋଭ ଶୋଭାଯାତ୍ରା ହୋଇଛି। ଶୋଭାଯାତ୍ରାରେ ବିଭିନ୍ନ ସଂଗଠନ ସାମିଲ ହୋଇଥିବାବେଳେ ସିମେଣ୍ଟ କାରଖାନାକୁ ବନ୍ଦ ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

ଶିକ୍ଷା ବିଭାଗରେ ଚହଳ! ଘରେ ପଶି ଶିକ୍ଷୟିତ୍ରୀଙ୍କୁ ବଳାତ୍କାର, ବିରୋଧ କରିବାରୁ….

ଲକ୍ଷ୍ନୌ,୯ା୮: ଉତ୍ତରପ୍ରଦେଶର ହରଦୋଇ ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି…

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି…

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ…

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ…

ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍

ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri