ବରଗଡ଼ ଧନୁଯାତ୍ରା, ଏଥର କଳାକାର ଚୟନ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ମହୋତ୍ସବର ଏକ ସ୍ମାରକୀ ତୋରଣ ନିର୍ମାଣ ନେଇ ନିଷ୍ପତ୍ତି ହୋଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରୀ କମିଟି ବୈଠକରେ ଏହି ସୂଚନା ଦିଆଯାଇଛି । ବୈଠକରେ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ବିଧାୟକ ଦେବେଶ ଆଚାର୍ଯ୍ୟ, ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ, ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ, ସମ୍ପାଦକ ସୁରେଶ୍ବର ଶତପଥୀ ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ କଲା ବ୍ଲକ ପ୍ରଶାସନ

ବନ୍ତ,୨୦ା୫(ଡି.ଏନ୍‌.ଏ.): ବାତ୍ୟା ‘ଅମ୍ଫନ୍‌’କୁ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକବାସୀ ଭୟଭୀତ ଥିବା ବେଳେ ଏହାର ମୁକାବିଲା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ...

୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ...

୧୮ରେ ୨ ବୁଥ୍‌ରେ ସାନି ମତଦାନ: ମାଲକାନଗିରି ଏମ୍‌.ପି.ଭି. ୬୫ର ୨୫୪ନଂ ବୁଥ୍‌ ଓ ବ୍ରହ୍ମପୁର ସିଟି ହାଇସ୍କୁଲ ୬୩ନଂ ବୁଥ୍‌ବ୍ରହ୍ମପୁର ସିଟି ହାଇସ୍କୁଲ ୬୩ନଂ ବୁଥ୍‌

ମାଲକାନଗିରି,(ସ୍ବ.ପ୍ର.)/ବ୍ରହ୍ମପୁର ଅଫିସ, ୧୬ା୪: ମାଲକାନଗିରି ଜିଲାର ମାଲକାନଗିରି ନିର୍ବାଚନ ମଣ୍ଡଳୀର ୨୫୪ନଂ ବୁଥରେ ସାନି ମତଦାନ ପାଇଁ କେନ୍ଦ୍ର ନିର୍ବାଚନ ଆୟୋଗ ଆସନ୍ତା ୧୮ ତାରିଖକୁ...

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାବୁ ଥିବା ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୭।୫(ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାକୁ ଥିବା ୩ଟି ଟ୍ରେନ୍‌କୁ ଗୁରୁବାର ବାତିଲ କରାଯାଇଛି। କରୋନା ନମୁନା ପରୀକ୍ଷା ବିନା...

ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: କ୍ଷେତ୍ର ପରିଦର୍ଶନ ଶେଷ କଲା ଏଏଆଇ

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦର ଲିଙ୍କ୍‌ ବିଲ୍ଡିଂ ଛାତ ଭୁଶୁଡ଼ିବା ଘଟଣାରେ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଏଏଆଇ) କ୍ଷେତ୍ର ପରିଦର୍ଶନ ଶେଷ କରିଛି। ଏଏଆଇ ଟେକ୍ନିକାଲ...

ମତ୍ସ୍ୟଜୀବୀଙ୍କୁ ସତର୍କ କରାଗଲା

ପୁରୀ ଅଫିସ, ୯ା୧୧: ଫନୀର ତାଣ୍ଡବକୁ ସମ୍ପୂର୍ଣ୍ଣ ଭାବେ ଭୁଲି ପାରି ନ ଥିବା ପୁରୀବାସୀ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ବେଶ୍‌ ଚିନ୍ତିତ ହୋଇପଡିଛନ୍ତି। ଯଦିଓ...

ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪୨

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

୨ ମାସ ପରେ ପୁଣି ଆରମ୍ଭ ହେଲା ସଂପ୍ରସାରଣ କାର୍ଯ୍ୟ

ଆରଡ଼ି,୧୬।୧୨( ଡି.ଏନ୍‌.ଏ ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ପୁଣି ଥରେ ସଂପ୍ରସାରଣ କାର୍ଯ୍ୟ ବୁଧବାର ଆରମ୍ଭ ହୋଇଛି। ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାରଙ୍କ...

Advertisement
Archives

Model This Week