୨୪ତାରିଖରୁ ବରଗଡ଼ ଧନୁଯାତ୍ରା: ଗୋପପୁର କଳାକାରଙ୍କ ଅଭ୍ୟାସ ଆରମ୍ଭ

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ମହୋତ୍ସବ ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ଧରି ଚାଲିବ। ଏଥିପାଇଁ ପୂର୍ବରୁ ମଥୁରା ନଗରୀ କଳାକାରଙ୍କ ଅଭ୍ୟାସ ଗତ ୨ତାରିଖରୁ ଆରମ୍ଭ ହୋଇଥିବାବେଳେ ଗୁରୁବାର ସନ୍ଧ୍ୟାରୁ ଗୋପପୁର କଳାକାରମାନେ ଅଭ୍ୟାସ ଆରମ୍ଭ କରିଛନ୍ତି।

ସ୍ଥାନୀୟ ସମଲେଶ୍ୱରୀ ବାଳକ ଉଚ୍ଚ ବିଦ୍ୟାଳୟରେ କଳାକାରମାନେ ଅଭ୍ୟାସ କରୁଛନ୍ତି। ଏଥିରେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧାଙ୍କ ସମେତ ସମସ୍ତ ଗୋପପୁର କଳାକାର ସାମିଲ ଥିଲେ। ଗୋପପୁର କମିଟିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କଳାକାରମାନଙ୍କୁ ଉତ୍ସାହିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri