ଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା: ନଭେମ୍ବର ୨୪ରେ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏହି ଅବସରରେ ଚଳିତ ମାସ ଅର୍ଥାତ୍ ନଭେମ୍ବର ୨୪ତାରିଖ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ କରାଯିବ। ଉକ୍ତ ଦିନ ସନ୍ଧ୍ୟା ୫ଟା ୩୦ମିନିଟରେ ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରେ ପୂଜାର୍ଚ୍ଚନା ହେବ। ଏହାପରେ ସନ୍ଧ୍ୟା ୬ଟାରେ ଏକ ଶୋଭାଯାତ୍ରା ସ୍ଥାନୀୟ ହାଟପଦା ସଞ୍ଚାର ମଣ୍ଡଳୀ ଅଭିମୁଖେ ବାହାରିବ ଏବଂ ସନ୍ଧ୍ୟା ୭ଟାରେ ଶୁଭସ୍ତମ୍ଭ ସ୍ଥାପନ ହେବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ଵର ଶତପଥୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?