ବରଗଡ଼ ଧନୁଯାତ୍ରା: ଗୋପପୁର କଳାକାର ଚୟନ

ବରଗଡ଼ ଅଫିସ୍‌,୧୫।୧୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ମଥୁରାନଗରୀ କଳାକାର ଚୟନ ସରିବା ପରେ ସୋମବାର ସନ୍ଧ୍ୟାରେ ଗୋପପୁର କଳାକାର ଚୟନ କରାଯାଇଥିଲା। ଗୋପପୁର କମିଟି କରିଥିବା ଏହି ଚୟନ ପ୍ରକ୍ରିୟାରେ ଏଥର ସମ୍ରାଟ ମହାପାତ୍ର କୃଷ୍ଣ ଏବଂ ଶ୍ରେୟସ ପୂଜାରୀ ବଳରାମ ଚରିତ୍ର ପାଇଁ ମନୋନିତ ହୋଇଛନ୍ତି। ସେହିପରି ବୈଷ୍ଣବୀ ବିର୍ତ୍ତିଆଙ୍କୁ ରାଧା ଏବଂ ସତ୍ୟନାରାୟଣ ଷଡ଼ଙ୍ଗୀଙ୍କୁ ମଧୁମଙ୍ଗଳ ଚରିତ୍ର ପାଇଁ ମନୋନୟନ କରାଯାଇଛି। ସମ୍ରାଟ ଅମ୍ବାପାଲି ଗ୍ରାମର ସୁରେଶ ମହାପାତ୍ର ଓ ମିନତୀଙ୍କ ପୁଅ ହୋଇଥିବାବେଳେ ଶ୍ରେୟସ ମହେନ୍ଦ୍ର ପୂଜାରୀ ଓ ଜୟନ୍ତୀଙ୍କ ପୁଅ ଅଟନ୍ତି। ଉଭୟେ ବରଗଡ଼ ସରସ୍ବତୀ ଶିଶୁ ମନ୍ଦିର ହିନ୍ଦୀ ବିଭାଗର ଛାତ୍ର ଅଟନ୍ତି। ସ୍ଥାନୀୟ ଦୁର୍ଗାମଣ୍ଡପରେ ହୋଇଥିବା ଚୟନ ପ୍ରକ୍ରିୟାରେ ଦୟାନିଧି ପ୍ରଧାନ, ରାଜକୁମାର ପ୍ରଧାନ, ମହାଦେବ ବିର୍ତ୍ତିଆ, ଦଶରଥ ଅଗ୍ରୱାଲ, ଈଶ୍ୱର ବାଗ, ସତ୍ୟନାରାୟଣ ପୋଢ଼, ସୁଖଦେବ ଭୋଇ, ଗୁଲଠୁ ପ୍ରଧାନ, ରାକେଶ ବୁଡ଼େକ, ସୁରେନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri