ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଂସ ଚୟନ

ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଉଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଶନିବାରରୁ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସୋମବାର କଂସ ଚୟନ ଚାଲିଛି। ତେବେ କଂସ ଚରିତ୍ରରେ ଅଭିନୟ ପାଇଁ ଏଥର ୪୪ଜଣ କଳାକାର ଚୟନ ପ୍ରକ୍ରିୟାରେ ଅଂଶଗ୍ରହଣ କରୁଛନ୍ତି। ସେମାନେ ବିଚାରକଙ୍କ ସମ୍ମୁଖରେ ନିଜ ଦକ୍ଷତା ପ୍ରଦର୍ଶନ କରୁଛନ୍ତି।
ପ୍ରକାଶ ଥାଉକି,ଶନିବାର ତାରିଖ ଦେବକୀ, ନାରଦ, ଚାଣୁର, ମୁଷ୍ଟିକ, ସାର୍ତ୍ତକି, ବସୁଦେବ, ଅକ୍ରୁର ଉଗ୍ରସେନ ଏବଂ ରବିବାର ମହାମନ୍ତ୍ରୀ ଓ ସେନାପତି ଚରିତ୍ର ପାଇଁ କଳାକାର ଚୟନ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri