ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଂସ ଚୟନ

ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଉଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଶନିବାରରୁ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସୋମବାର କଂସ ଚୟନ ଚାଲିଛି। ତେବେ କଂସ ଚରିତ୍ରରେ ଅଭିନୟ ପାଇଁ ଏଥର ୪୪ଜଣ କଳାକାର ଚୟନ ପ୍ରକ୍ରିୟାରେ ଅଂଶଗ୍ରହଣ କରୁଛନ୍ତି। ସେମାନେ ବିଚାରକଙ୍କ ସମ୍ମୁଖରେ ନିଜ ଦକ୍ଷତା ପ୍ରଦର୍ଶନ କରୁଛନ୍ତି।
ପ୍ରକାଶ ଥାଉକି,ଶନିବାର ତାରିଖ ଦେବକୀ, ନାରଦ, ଚାଣୁର, ମୁଷ୍ଟିକ, ସାର୍ତ୍ତକି, ବସୁଦେବ, ଅକ୍ରୁର ଉଗ୍ରସେନ ଏବଂ ରବିବାର ମହାମନ୍ତ୍ରୀ ଓ ସେନାପତି ଚରିତ୍ର ପାଇଁ କଳାକାର ଚୟନ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri