ବରଗଡ଼ ଧନୁଯାତ୍ରା ପାଇଁ ଖର୍ଚ୍ଚ ହେବ ୧ କୋଟି, ପ୍ରତ୍ୟେକ କଳାକାରଙ୍କୁ ମିଳିବ…

ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ଅର୍ଥ ରାଶି ମଞ୍ଜୁର ହୋଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଡିସେମ୍ବର ୨୪ରୁ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଧନୁଯାତ୍ରା ଅନୁଷ୍ଠିତ ହେବ। ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରା ମହୋତ୍ସବର ସିଧାପ୍ରସାରଣ ହେବ।
ବରଗଡ଼ ସହରର ପ୍ରମୁଖ ପ୍ରବେଶ ଦ୍ୱାରରେ ଧନୁଯାତ୍ରା ଥିମ୍‌ର ଗେଟ ନିର୍ମାଣ ବି ହେବ। ଧନୁଯାତ୍ରା ସମୟରେ ଭୁବନେଶ୍ୱର ଓ ପୁରୀରୁ ବରଗଡ଼କୁ ସ୍ବତନ୍ତ୍ର ଟୁରିଷ୍ଟ ବସ୍‌ ଚାଲିବ ବୋଲି ନିଷ୍ପତ୍ତି ହୋଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ନିଶା ମାଫିଆଙ୍କ କାଳ ସାଜିଛନ୍ତି ଯୁବ ଆଇପିଏସ୍‌ ରାକେଶ: ପାଇବେ ସମ୍ମାନଜନକ…

ମୋହନା, ୨୮।୪/୨୦୨୬ (ମନ୍ମଥ ମିଶ୍ର): ଆଦିବାସୀ ବହୁଳ ଗଜପତି ଜିଲାରେ ଗଞ୍ଜେଇ ମାଫିଆଙ୍କ ନିଦ ହଜାଇ ଦେଇଛନ୍ତି ଯୁବ ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ। ଜିଲାରେ…

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ, କହିଲେ-ସରକାରୀ ଯୋଜନାର…

ଛତ୍ରପୁର,୨୮।୪(ଦିଲୀପ ସାମଲ): ୨୦୦୦  ମସିହା  ବ୍ୟାଚର ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ  ନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା…

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

ବିଳମ୍ବରେ ରାତିରେ ଶୋଇବା ଅର୍ଥାତ୍‌ ମୃତ୍ୟୁକୁ ନିମନ୍ତ୍ରଣ କରିବା, ଆପଣ ଏହି ୫ ଗମ୍ଭୀର ରୋଗର ହୋଇପାରନ୍ତି ଶିକାର

ଆଜିକାଲିର ଦ୍ରୁତ ଗତିରେ ଜୀବନରେ, ଲୋକମାନେ ପ୍ରାୟତଃ ରାତି ୧୦ଟା ପରେ ମଧ୍ୟ ଘଣ୍ଟା ଘଣ୍ଟା ଫୋନରେ ଏବଂ କାମରେ ବିତାଇ ଦିଅନ୍ତି। କିନ୍ତୁ ଆପଣ କ’ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri