ବରଗଡ଼ ଧନୁଯାତ୍ରା: ବଦଳିବେ ଶ୍ରୀକୃଷ୍ଣ-ବଳରାମ-ଶ୍ରୀରାଧା

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହା ଚାଲିବ। ତେବେ ଏଥର ଧନୁଯାତ୍ରାର କଂସ କଳାକାର ବଦଳିଛନ୍ତି। ରବିବାର ଅନୁଷ୍ଠିତ ଚୟନ ପ୍ରକ୍ରିୟାରେ ବରଗଡ଼ ବ୍ଲକ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। ଅନୁରୂପଭାବେ ଏଥର ଏହି ମହୋତ୍ସବରେ ଶ୍ରୀକୃଷ୍ଣ, ବଳରାମ ଏବଂ ଶ୍ରୀରାଧା ଭୂମିକାରେ ଅଭିନୟ କରି ଆସୁଥିବା ଶିଶୁ କଳାକାର ମଧ୍ୟ ବଦଳିବେ ବୋଲି ଜଣାପଡ଼ିଛି। ଏ ନେଇ ବିଧିବଦ୍ଧ ଭାବରେ ଘୋଷଣା ହୋଇ ନ ଥିଲେ ହେଁ ଆସନ୍ତା ୫ ତାରିଖ ଏଥିପାଇଁ ଚୟନ ପ୍ରକ୍ରିୟା ହେବ ବୋଲି ସୂଚନା ମିଳିଛି।
ପ୍ରକାଶ ଥାଉକି, ପୂର୍ବରୁ ସମ୍ରାଟ୍‌ ମହାପାତ୍ର ଶ୍ରୀକୃଷ୍ଣ, କିଶନ କୁମାର ବର୍ତ୍ତିଆ ବଳରାମ ଏବଂ ବୈଷ୍ଣବୀ ବର୍ତ୍ତିଆ ଶ୍ରୀରାଧା ଭୂମିକାରେ ଅଭିନୟ କରି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପରିଷଦ ସଭ୍ୟାଙ୍କ ସ୍ବାମୀଙ୍କୁ ଆକ୍ରମଣ, ଭାଜପା କର୍ମୀଙ୍କ ନାମରେ ଥାନାରେ ଏତଲା

ଆଳି,୧୧ା୨(ବନମାଳୀ ସେନାପତି) : ଆଳି ନିର୍ବାଚନମଣ୍ଡଳୀ ଏକ ନମ୍ବର ଜୋନ ଜିଲା ପରିଷଦ ସଭ୍ୟା କନକଲତା ବେହେରାଙ୍କ ସ୍ବାମୀ ତଥା ଆଳି ବ୍ଲକ ବିଜେଡି ଯୁବ...

ବିବାହର ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ , ଗର୍ଭପାତ ପାଇଁ ଚାପ ପକାଇ ବନ୍ଧାହେଲେ ପ୍ରେମିକ

ରାଜକନିକା,୧୧ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଦିନକୁ ଦିନ ପ୍ରେମ ଓ ପ୍ରତାରଣା ମାମଲା ବଢ଼ିବାରେ ଲାଗିଛି। ଏ ନେଇ ଥାନା...

ଓଡ଼ିଶା ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଉନ୍ମୋଚିତ

ଭୁବନେଶ୍ୱର,୧୧।୨: ରାଜ୍ୟରେ ଜନସ୍ୱାସ୍ଥ୍ୟକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଜି ଲୋକସଭା ଭବନସ୍ଥିତ...

ଗାଁକୁ ପକ୍କା ରାସ୍ତାଟିଏ ନାହିଁ, ମୃତଦେହକୁ ୯ କି.ମି. କାନ୍ଧରେ ବୋହିଲେ ଗ୍ରାମବାସୀ

ଗଜପତି,୧୧ା୨(ଗିରିଧାରୀ ପରିଛା)- ଗଜପତି ଜିଲା ଗୁମ୍ମା ବ୍ଲକର ବାରୁସିଂ ଗ୍ରାମ ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ...

କପାମଣ୍ଡି ମେଶିନରେ ଶ୍ରମିକଙ୍କ ହାତ କଟିଗଲା

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି କପାମଣ୍ଡିରେ କାମ କରୁଥିବା ବେଳେ ମଙ୍ଗଳବାର ଜଣେ ଶ୍ରମିକଙ୍କ ଡ଼ାହାଣ ହାତ ପାପୁଲି କଟି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

କୋଳଶୂନ୍ୟ ହୋଇଗଲା ମାଆ: ପାଳ କୁଡ଼ିଆରେ ନିଆଁଲାଗି ୨ ଝିଅପୁଅ ଜୀବନ୍ତ ଦଗ୍ଧ

ଲାଞ୍ଜିଗଡ଼, ୧୧/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା I...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୧।୨: ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ...

ଜାମଝୋରରେ ଲାଗିଲା ମାଓବାଦୀ ପୋଷ୍ଟର, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା,୧୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତା କଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଜାମଝୋର ଗାଁ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri