୧୯ରେ ବରଗଡ଼ ଜିଲା ବନ୍ଦ

ବରଗଡ଼ ଅଫିସ୍‌,୧୮।୪: ହନୁମାନ ଜୟନ୍ତୀ ପାଳନ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ହୋଇଥିବା ହିଂସାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଆସନ୍ତା ୧୯ତାରିଖରେ ବରଗଡ଼ ଜିଲା ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ସୋମବାର ବରଗଡ଼ ମାରୱାଡ଼ି ଧର୍ମଶାଳାରେ ଏକ ବୈଠକ ହୋଇଥିଲା। ପରିଷଦ ସଭାପତି ନିଧୁବନ ବିହାରୀ ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ଆଶୁତୋଷ ରଥ, ଉପସଭାପତି ନାରାୟଣ ପଣ୍ଡା, ପ୍ରାନ୍ତ ସୁରକ୍ଷା ପ୍ରମୁଖ ଅଶ୍ୱିନୀ ମେହେର, ସହ ସମ୍ପାଦକ ପରମାନନ୍ଦ ମିଶ୍ର, ବଜରଙ୍ଗ ଦଳ ଜିଲା ସଂଯୋଜକ ସଞ୍ଜୀବ ମେହେର, ବିଭାଗ ସଂଯୋଜକ ଟିକୁ ବନଛୋର, ବିଭାଗ ସମ୍ପାଦକ ଭୁବନେଶ୍ୱର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ବଲପୁରରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ବିଭିନ୍ନ ହିନ୍ଦୁ ସଙ୍ଗଠନ ପକ୍ଷରୁ ହନୁମାନ ଜୟନ୍ତୀ ଅବସରରେ କାର୍ଯ୍ୟକ୍ରମ ହୋଇଥିବାବେଳେ କିଛି ଅ ସାମାଜିକ ଯୁବକଙ୍କ ଦ୍ୱାରା ହିନ୍ଦୁ ସମାଜକୁ କୁଠାରଘାତ କରାଯାଇଥିବା ଏବଂ ଜଣେ ଯୁବକଙ୍କୁ ଆକ୍ରମଣ କରି ହତ୍ୟା କରାଯିବା ଘଟଣାକୁ ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏହି ଘଟଣାକୁ ନେଇ ଆସନ୍ତା ୧୯ତାରିଖରେ ବରଗଡ଼ ଜିଲାରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri