ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଏହି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri