ଭିଜିଲାନ୍ସ ଜାଲରେ ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୧୯।୪- ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ନୂତନ ହୋଟେଲ ପାଇଁ ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ସେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ବିରୋଧରେ ଏକ ମାମଲା (ନଂ-୧୭/୨୨) ରୁୁଜୁ କରି ଭିଜିଲାନ୍ସ ୨ଟି ସ୍ଥାନରେ ଚଢାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri