ଭାଜପାକୁ ଝଟକା, ଦଳ ଛାଡିଲେ ବରଗଡ଼ ଜିଲା ଉପସଭାପତି ସୁଶାନ୍ତ ମିଶ୍ର

ବରଗଡ଼,୩।୪(ପ୍ରେମାନନ୍ଦ ଖମାରୀ): ଭାଜପାର ଜିଲା ଉପସଭାପତି ସୁଶାନ୍ତ ମିଶ୍ର ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଜିଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ ନିକଟକୁ ପଠାଇଛନ୍ତି। ଦଳ ତାଙ୍କ ପ୍ରତି କ୍ରମାଗତ ଅଣଦେଖା କରିଥିବା ଯୋଗୁ ସେ ଦଳ ଛାଡିଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ସୁଶାନ୍ତ ଏକଦା କଂଗ୍ରେସର ଜଣେ ତୁଙ୍ଗ ଯୁବନେତା ଥିଲେ । ଗତ ୨୦୧୪ ନିର୍ବାଚନରେ ଭଟଲି ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଆଶାୟୀ ଥିଲେ। ମାତ୍ର ସେତେବେଳେ କଂଗ୍ରେସ ତାଙ୍କୁ ଟିକେଟ୍‌ ଦେଇ ନ ଥିଲା। ଫଳରେ କଂଗ୍ରେସ ଛାଡି ସେହି ସ୍ବାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ ଏବଂ ୩୭ ହଜାରରୁ ଅଧିକ ଭୋଟ ପାଇ କଂଗ୍ରେସକୁ ପଛରେ ପକାଇ ସେ ଦ୍ବିତୀୟ ସ୍ଥାନରେ ରହିଥିଲେ। ପରବର୍ତ୍ତୀ ସମୟରେ ସୁଶାନ୍ତ ଭାଜପାରେ ଯୋଗ ଦେଇଥିଲେ ଏବଂ ଭଟଲି ନିର୍ବାଚନ ମଣ୍ଡଳୀରୁ ମଧ୍ୟ ଦଳୀୟ ଆଶାୟୀ ଥିଲେ। ମାତ୍ର ୨୦୧୯ ଭଳି ୨୦୨୪ ନିର୍ବାଚନରେ ମଧ୍ୟ ଭାଜପା ତାଙ୍କୁ ପ୍ରାର୍ଥୀ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri