ଜାପାନର ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବେ ବରଗଡ଼ ଝିଅ, ଛୁଟୁଛି ଶୁଭେଚ୍ଛାର ସୁଅ

ବରଗଡ଼,୬।୩ (ପ୍ରେମାନନ୍ଦ ଖମାରୀ) : ବରଗଡ ଜିଲା ଭଟଲି ଥାନା ଅନ୍ତର୍ଗତ କେଶାଇପାଲି ଗ୍ରାମର ବିକ୍ରମ ପଧାନ ଓ ଆଲ୍ଲାଦିନୀଙ୍କ ଝିଅ ଦିବ୍ୟାସା ଜାପାନର ସାକୁରା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଦିବ୍ୟାସାଙ୍କ ପ୍ରକଳ୍ପ ମଲ୍ଟି ପ୍ରପୋଜ କ୍ୟାରିୟର ଇନ ଟୁ ହୁଇଲର ତବର୍ଷ ସେପ୍ଟେମ୍ବର ମାସରେ ଦିଲ୍ଲୀରେ ପ୍ରଦର୍ଶିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଥିଲା। ସେ ତାଙ୍କ ଗ୍ରାମର ସରକାରୀ ଉଚ୍ଚ ବିଦ୍ୟାଳୟରେ ପଢିବା ସମୟରେ ସେହି ପ୍ରକଳ୍ପ ପ୍ରସ୍ତୁତ କରିଥିଲେ। ଗୋଟିଏ ଛୋଟ ଗାଁରୁ ଜାପାନ ଭଳି ଦେଶରେ ଭାଗ ନେବାର ସୁଯୋଗ ପାଇ ଥିବାରୁ ଅଞ୍ଚଳରେ ଖୁସି ପ୍ରକାଶ ପାଇଛି। ଦିବ୍ୟାସା ବର୍ତ୍ତମାନ ଟ୍ରଷ୍ଟ ଫଣ୍ଡ ହାଇଅର୍‌ ସେକେଣ୍ଡାରୀ ସ୍କଲ, ବରଗଡରେ ଦ୍ୱାଦଶ ଶ୍ରେଣୀ ପ୍ରଥମ ବର୍ଷର ଛାତ୍ରୀ। ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର ପ୍ରଶଂସା କରିବା ସହିତ ଭବିଷ୍ୟତ ଉଜ୍ବଳମୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri