ବରଗଡ଼ ନାବାଳିକା ପୋଡ଼ି ଘଟଣା: ଭାଇଙ୍କୁ ଉଠାଇନେଲା ପୋଲିସ

ବରଗଡ଼,୧୩।୮: ବରଗଡ଼ ଫିରିଙ୍ଗମାଲରେ ନାବାଳିକା ପୋଡ଼ି ଘଟଣାରେ ତନାଘନା ଚଳାଇଛି ପୋଲିସ। ମୃତ ନାବାଳିକାଙ୍କ ଭାଇଙ୍କୁ ଉଠାଇ ନେଇ ପୋଲିସ ପଚରାଉଚରା କରୁଛି।
ଭିନ୍ନ ଭିନ୍ନ ଦିଗକୁ ନେଇ ପୋଲିସର ପଚରାଉଚରା ଜାରି ରହିଥିବା ବେଳେ ଗତକାଲି ନାବାଳିକାଙ୍କ ମାମୁଙ୍କୁ ପଚରାଉଚରା କରିଥିଲା ପୋଲିସ।

ଅନ୍ୟପଟେ ମାମଲାରେ ଏଯାଏ ପୋଲିସ ହାତ ଖାଲି। ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁକୁ ୨ ଦିନ ବିତିଥିଲେ ମଧ୍ୟ ଏଯାଏ କାହାରିକୁ ଗିରଫ କରିପାରିନାହିଁ ପୋଲିସ।

ଅନ୍ୟପଟେ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା ହୋଇଛି। IG ହିମାଂଶୁ ଲାଲ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି। ପାରିବାରିକ କଳହ ଘଟଣାରୁ ଏହା ଘଟିଛି ବୋଲି କହିଛନ୍ତି ହିମାଂଶୁ ଲାଲ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri