ଶଟ୍‌ ଡାଉନରେ ବରଗଡ଼ ଶୂନଶାନ୍‌

ବରଗଡ଼ ଅଫିସ୍‌,୧।୫: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲାର ସହରାଞ୍ଚଳ ଗୁଡ଼ିକରେ ପ୍ରତି ସପ୍ତାହର ଶନିବାର, ରବିବାର ଦୁଇଦିନ ସପ୍ତାହାନ୍ତ ଶଟ୍‌ ଡାଉନ କଟକଣା ଲାଗୁ ହୋଇଛି । ସପ୍ତାହାନ୍ତ ଶଟ୍‌ ଡାଉନରେ ଶନିବାର ଜିଲାର ସମସ୍ତ ସହରାଞ୍ଚଳ ଶୂନଶାନ ହୋଇ ପଡ଼ିଛି । ରାସ୍ତାଘାଟ ଠପ୍‌ ପଡ଼ିଯାଇ ଥିବାବେଳେ ଦୋକାନ, ବଜାର ବନ୍ଦ ରହିଛି। ସେହିପରି ଯାତ୍ରୀବାହୀ ବସ୍‌ ଚଳାଚଳ ମଧ୍ୟ ଠପ୍‌ ପଡ଼ି ଯାଇଥିଲା । ଅଳ୍ପ କେତେକ ସରକାରୀ ଯାତ୍ରୀବାହୀ ବସକୁ ଛାଡ଼ି ଦେଲେ ଅନ୍ୟ ବସ୍‌ଗୁଡ଼ିକ ବସଷ୍ଟାଣ୍ଡରେ ଅଟକି ରହିଛି। ସେହିପରି ଦୁଗ୍ଧ, ଫଳ ଷ୍ଟଲ ସମେତ ଔଷଧ ଦୋକାନକୁ ଛାଡ଼ି ଦେଲେ ଅନ୍ୟ ଦୋକାନ ଗୁଡ଼ିକ ବନ୍ଦ ରହିଛି। ଜିଲାର ବରଗଡ଼ ପୌରାଞ୍ଚଳ ସମେତ ଅତାବିରା, ବରପାଲି, ବିଜେପୁର, ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଏହି କଟକଣା ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri