ବରଗଡ଼ ଅଫିସ,୭।୭: ବରଗଡ଼ ସହରରେ ଥିବା ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ତୋରାସ୍ଥିତ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ‘ମେହେର କ୍ଲିନିକ’କୁ ମଙ୍ଗଳବାରଠାରୁ ୭୨ ଘଣ୍ଟା ପାଇଁ ପର୍ଯ୍ୟନ୍ତ ଶଟ୍ଡାଉନ ଘୋଷଣା କରାଯାଇଛି। ସହରରୁ ଚିହ୍ନଟ ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଗତ ମାସ ୨୭ ତାରିଖ ମେହେର କ୍ଲିନିକ ଏବଂ ଅନ୍ୟ ଜଣେ ଗତ ୩ ତାରିଖ ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଜଣାପଡିବା ପରେ ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୁତି ଭୂଷଣ ମେହେର ଏକ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ।
ବରଗଡ଼ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ କ୍ଲିନିକ ୭୨ ଘଣ୍ଟା ଶଟ୍ଡାଉନ୍
Posted inଆମ ଜିଲା ଖବର, କରୋନା ଭାଇରସ୍, ବରଗଡ଼, ରାଜ୍ୟ View All
୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍
ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…
ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….
ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…
କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ
ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର
ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍…
ଟ୍ରେନ୍ ଟ୍ରାକ୍ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍ ରଖି…
ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍ ଟ୍ରାକ୍ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…
ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…
ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…
ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

