ବିଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା, ଚାଲିଗଲା ମହିଳାଙ୍କ ଜୀବନ

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା ତରାଇ (୬୨)। ବିଲକୁ ଧାନଫସଲ ଦେଖିବାକୁ ଯାଇଥିବା ବେଳେ ବାର୍‌ହା ଆକ୍ରମଣ କରିଥଲା। ଯାହାଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ପରିବାର ଲୋକ କହିଛନ୍ତି। ସକାଳ ବିଲକୁ ଯାଇଥିଲେ ଶୋଭା। ସେଠାରୁ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି ବିଲକୁ ଯାଇଥିଲେ। ସେଠାରେ ରକ୍ତାକ୍ତ ଅବସ୍ଥାରେ ପଡ଼ିରହିଥିଲା ଶୋଭାଙ୍କ ମୃତଦେହ। ସେଠାରୁ ତାଙ୍କୁ ଅଟୋ ସାହାଯ୍ୟରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ, ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତହସିଲଦାର, ବନ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ। ପୋଲିସ ଓ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛନ୍ତ। ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ।ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା ତରାଇ (୬୨)। ବିଲକୁ ଧାନଫସଲ ଦେଖିବାକୁ ଯାଇଥିବା ବେଳେ ବାର୍‌ହା ଆକ୍ରମଣ କରିଥଲା। ଯାହାଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ପରିବାର ଲୋକ କହିଛନ୍ତି। ସକାଳ ବିଲକୁ ଯାଇଥିଲେ ଶୋଭା। ସେଠାରୁ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି ବିଲକୁ ଯାଇଥିଲେ। ସେଠାରେ ରକ୍ତାକ୍ତ ଅବସ୍ଥାରେ ପଡ଼ିରହିଥିଲା ଶୋଭାଙ୍କ ମୃତଦେହ। ସେଠାରୁ ତାଙ୍କୁ ଅଟୋ ସାହାଯ୍ୟରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ, ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତହସିଲଦାର, ବନ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ। ପୋଲିସ ଓ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛନ୍ତ। ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri