Odisha Elections 2024

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌ ସକାଳ ନଅ ଟାରେ ପଶିଯିବାରୁ ଚାଞ୍ଚଲ୍ୟ ଖେଳିଯାଇଛି। ବନ ବିଭାଗ ପକ୍ଷରୁ ବାରହାଟିକୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରିଛି। ବାର୍‌ହାଟି କେଉଁଠୁ ଆସିଲା ଜଣାପଡିନାହିଁ। ତେବେ ସେ କ୍ଷତାକ୍ତ ହୋଇଥିବା ସୂଚନା ମିଳିଛି। ମେଡ଼ିସିନ ଦୋକାନ କର୍ମଚାରୀମାନେ ଅଳ୍ପକେ ସେଠାରୁ ଖସି ବର୍ତ୍ତି ଯାଇଛନ୍ତି। ବାହାରକୁ ଆସି ସଟର ବନ୍ଦ କରି ବନ ବିଭାଗକୁ ସୂଚନା ଦେଇଥିଲେ। ବାର୍‌ହା ଉଦ୍ଧାର ଦେଖିବାକୁ ଶହ ଶହ ଲୋକଙ୍କ ଭିଡ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

କମ ନମ୍ବର ରଖିବାରୁ ମୂଷା ଔଷଧ ପିଇଦେଲେ ଛାତ୍ରୀ

ହାଟଡିହୀ,୨୮l୫(ଶୁଭକାନ୍ତ ନାୟକ): ମାଟ୍ରିକ ପରୀକ୍ଷାରେ କମ ନମ୍ବର ରଖିବାରୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଛାତ୍ରୀ ସୋମବାର ବିଷ ପିଇ...

ସହରାଟିକ୍ରାରେ ଚାଞ୍ଚଲ୍ୟ: ଛାତରେ ଶୋଇଥିବାବେଳେ ଗୃହକର୍ତ୍ତାଙ୍କୁ ହତ୍ୟା

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅର୍ନ୍ତଗତ ସହରାଟିକ୍ରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଘରଛାତ ଉପରେ ଏକ ଖଟିଆରେ ଶୋଇଥିବାବେଳେ...

୪ ସୁଦ୍ଧା ରତ୍ନଭଣ୍ଡାର ଚାବି ହାଇକୋର୍ଟଙ୍କୁ ହସ୍ତାନ୍ତର କର

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୨୮ା୫(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ମିଳୁନାହିଁ। ତଦନ୍ତ ରିପୋର୍ଟ ଚାପିଦିଆଯାଇଛି। ମୋର ସନ୍ଦେହ ହେଉଛି ଯେ, ରତ୍ନଭଣ୍ଡାର ଚାବି ପାଣ୍ଡିଆନ...

ମାଟ୍ରିକ ପରୀକ୍ଷାରେ କମ୍‌ ନମ୍ବର ରହିବାରୁ ଛାତ୍ରଙ୍କ ଆତ୍ମହତ୍ୟା

କାଳିଆପାଣି,୨୮ା୫(ଅସିତ୍‌ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ଜଣେ ଛାତ୍ର ମାଟ୍ରିକ ପରୀକ୍ଷାରେ କମ୍‌ ନମ୍ବର ରଖିଥିବାରୁ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁକିନ୍ଦା ଜଗନ୍ନାଥ ନୋଡାଲ...

ନାବାଳିକାଙ୍କୁ ବଳାତ୍କାର ପରେ ଫଟୋ ଭାଇରାଲ

ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଓ ଫଟୋଗୁଡିକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ...

ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ

ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍‌ରେ ଫ୍ଲାଇଂ ସ୍କ୍ବାଡ୍‌...

ମହିଳାଙ୍କୁ ପ୍ରେମ ପ୍ରତାରଣା ପଡ଼ିଲା ମହଙ୍ଗା

ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଇନଷ୍ଟାଗ୍ରାମ୍‌ରେ ଜଣେ ମହିଳାଙ୍କୁ ପ୍ରେମ କରି ପରେ ପ୍ରତାରିତ କରିଥିବା ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଗୋସାଣୀନୂଆଗାଁର...

ଭାଜପା କର୍ମୀ ହତ୍ୟା ମାମଲା: ଆଉ ୩ଜଣଙ୍କୁ ଗିରଫ କଲା ପୋଲିସ

ଛତ୍ରପୁର,୨୭।୫(ଦିଲୀପ କୁମାର ସାମଲ/ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ନିର୍ବାଚନୀ ହିଂସା ଘଟିଥିଲା। ପୋଷ୍ଟର ମାରିବାକୁ କେନ୍ଦ୍ର କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri