ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମରେ ଦଫା ୨୯୪, ୩୨୩, ୩୨୪, ୩୪୧, ୫୦୬ ଓ ୩୪ ଆପିସିରେ ଏକ ମାମଲା (ନଂ.୫୯୦/୨୦) ରୁଜୁ ହୋଇଛି। ସନ୍ଧ୍ୟାରେ ପୋଲିସ ତାଙ୍କୁ ସ୍ଥାନୀୟ ଏସ୍‌ଡିଜେମ୍‌ କୋର୍ଟରେ ହାଜର କରିଥିବା ବେଳେ କୋର୍ଟ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଥିଲେ। ତେବେ ଉଦ୍ଦେଶ୍ୟମୂଳକ ଭାବେ ବିଧାୟକଙ୍କ ନାଁରେ ମାମଲା ରୁଜୁ କରାଯାଇଥିବା ଅଭିଯୋଗ କରି ଭାଜପା କର୍ମକର୍ତ୍ତା ଓ ବିଧାୟକଙ୍କ ସମର୍ଥକମାନେ ଟାଉନ ଥାନା ସମ୍ମୁଖ ବଡ଼ବଜାର ରାସ୍ତାକୁ ୬ଘଣ୍ଟା କାଳ ଅବରୋଧ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri