ବର୍ଷା ପରେ ଧାନ ଗଛରେ ଜଉପୋକ ରୋଗ ବଢୁଛି

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ): ଆଜକୁ ଦୁଇ ମାସ ହେବ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବାରମ୍ବାର ବର୍ଷା ହେଉଛି। ଏହାଦ୍ବାରା ଧାନ ଫସଲ ହୋଇଥିଲା। କିନ୍ତୁ ଅତ୍ୟଧିକ ବର୍ଷା ଯୋଗୁ ବିଗତ କିଛି ଦିନ ହେବ ଧାନ ଫସଲରେ ମାଟିଆଗୁଣ୍ଡି ଓ ଜଉ ପୋକ ଲାଗୁଥିବା ଦେଖା ଯାଇଛି। ଏହା ଧିରେ ଧିରେ ବୃଦ୍ଧି ପାଉଛି। ବର୍ତ୍ତମାନ ଧାନ ଗଛରେ ପୂଡା ଧରିବା ସମୟ। ଏହି ସମୟରେ ରୋଗ ପୋକ ଲାଗିବ ତେବେ ଫସଲ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବୀ ହୋଇଛି । ଏହିଭଳି ପରିସ୍ଥିତିରେ ଗୁରୁବାର ଅପରାହ୍ନରେ ଭଞ୍ଜନଗର ବ୍ଲକ ସାନକୋଦଣ୍ଡା ଗ୍ରାମ୍ୟ କୃଷି ଅଧିକାରୀ ବିଷ୍ଣୁ ଚରଣ ବେହେରା,ସହକାରୀ କୃଷି ଅଧିକାରୀ ସୁମୀନ ସାହୁ ବିଭିନ୍ନ ଗ୍ରାମରେ କ୍ଷେତ୍ର ପରିଦର୍ଶନ ସହ ଚାଷୀଙ୍କୁ ଔଷଧ ପକାଇବାକୁ ପରାମର୍ଶ ଦେଇଛନ୍ତି। ଯୋଗୀମାରି ଗ୍ରାମର ଚାଷୀ ଦିବାକର ବିଷୋୟୀ, ଶଙ୍କର ପ୍ରଧାନ, ବଳରାମ ନାୟକ,ଭଂଜ ପ୍ରଧାନ, ସୁଶାନ୍ତ କୁମାର ପ୍ରଧାନ,ଜୟ ପ୍ରଧାନ,ସୂର୍ଯ୍ୟ ରାଉତ, ଟୁନା ପ୍ରଧାନ,ଲିଙ୍ଗରାଜ ନାୟକ,ଭଗବାନ ପ୍ରଧାନ, ଜଗତ ନାୟକ,ଧନୁ ନାୟକ, ବିନାୟକ ପ୍ରଧାନ ପ୍ରମୁଖଙ୍କ ଜମିରେ ଏହି ରୋଗ ବ୍ୟାପିଛି ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri