Posted inଜାତୀୟ

ଟ୍ରକ୍‌ରେ ପିଟିହେଲା ବରଯାତ୍ରୀ ଗାଡି: ଚାଲିଗଲା ୮ ଜୀବନ

ଜୟପୁର,୭।୬: ରାଜସ୍ଥାନରେ ଏକ ଅଭାବନୀୟ ଘଟଣା ଘଟିଛି। ଭାରତ-ପାକିସ୍ଥାନ ସୀମାରେ ଅବସ୍ଥିତ ବାରମେର୍‌ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଏବଂ ବରଯାତ୍ରୀକୁ ନେଇ ଯାଉଥିବା ବୋଲେରୋ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ବୋଲେରୋରେ ଥିବା ୮ ଜଣଙ୍କ ମୃତ୍ୟୁ ଘଟିଛି।
ପୋଲିସ ସୂଚନାନୁସାରେ, ଜାଲୋରରୁ ଏକ ବରଯାତ୍ରୀ ଗାଡି ଗୁଡାମାଲାନି ପୋଲିସ ଷ୍ଟେଶନ ଅଞ୍ଚଳକୁ ଆସୁଥିଲା। ବୋଲେରୋରେ ସମୁଦାୟ ୯ ଜଣ ଲୋକ ଥିଲେ। ମେଗା ରାଜପଥରେ ଏକ ଟ୍ରକ ସହିତ ବୋଲେରୋର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଡାକ୍ତରଖାନାରେ ବାକି ୨ ଜଣଙ୍କ ଆଖିବୁଜିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୧।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର...

ସାମ୍ନାକୁ ଆସିଲା ହାଥରସ୍‌ ଘଟଣାସ୍ଥଳର ଭିଡିଓ

ଲକ୍ଷ୍ନୌ, ୮।୧୦- ଉତ୍ତରପ୍ରଦେଶ ହାଥରସ୍‌ ଗଣବଳାତ୍କାର ମାମଲାର ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଘଟଣାର ପରବର୍ତ୍ତୀ ସ୍ଥିତି ରେକର୍ଡ କରାଯାଇଛି।...

ଜେଜେ ମା’ ଗୁଟ୍‌ଖା ଖାଇବାକୁ ମନା କରିବାରୁ ୯ ବର୍ଷୀୟା ନାତୁଣୀ ନେଲେ ଏମିତି ନିଷ୍ପତ୍ତି

ରାୟପୁର,୨୧।୩: ଛତିଶଗଡର ବିଭିନ୍ନ ଜିଲାରେ ତମାଖୁ ମୁକ୍ତ ଅଭିଯାନ ଚାଲିଛି। ସେପଟେ ସରଗୁଜା ଜିଲାରୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୯ ବର୍ଷର...

କେଜରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରବିବାର୫୨ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବହୁ ରାଜନେତା, ଦଳିୟ କର୍ମୀ ଓ ଶୁଭେଚ୍ଛୁ ଜନ୍ମଦିନର...

ହାଇକୋର୍ଟ ବେଞ୍ଚ ହେବ ନାହିଁ

ନୂଆଦିଲ୍ଲୀ,୧୫।୧୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଚାଲିଥିବା ଆନ୍ଦୋଳନ ଏବଂ ବିକ୍ଷୋଭରେ ଯବନିକା ପଡ଼ିଛି। ଆଇନଜୀବୀଙ୍କ ଏହି ଦାବି ପ୍ରତି ସର୍ବୋଚ୍ଚ...

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚିବାରୁ କିନ୍ନରଙ୍କ ବିରୋଧ ପ୍ରଦର୍ଶନ

ବଲିୟା,୩।୨: ନିର୍ଭୟା ଗଣବଳାତ୍କାର ମାମଲରେ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ କେତେକ ନ୍ୟାୟିକ କାରଣ ଯୋଗୁ ଏବେ ଏହା...

ସିଦ୍ଧରମୈୟା-କୁମାରସ୍ବାମୀ ସମେତ ୬୩ଜଣଙ୍କୁ ହତ୍ୟା ଧମକ

ବେଙ୍ଗାଲୁରୁ,୯।୪:କର୍ନାଟକର ବିରୋଧୀ ଦଳର ନେତା ସିଦ୍ଧରମୈୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଏବଂ ଲୋକପ୍ରିୟ ପ୍ରଗତିଶୀଳ ସାହିତ୍ୟକାର କେ.ବୀରଭଦ୍ରାପ୍ପାଙ୍କ ସମେତ ୬୪ଜଣ ଲୋକଙ୍କୁ ହତ୍ୟା କରିବାର...

ମଧ୍ୟପ୍ରଦେଶରେ ଏଏପିର ଜୋରଦାର ଏଣ୍ଟ୍ରି…

ଭୋପାଳ,୧୭।୭ : ମଧ୍ୟପ୍ରଦେଶ ପୌରସଂସ୍ଥା ନିର୍ବାଚନରେ, ଯେଉଁଠାରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ଅଗ୍ରଗତି କରୁଛି, କଂଗ୍ରେସ ଏହାର ପ୍ରଦର୍ଶନକୁ ସୁଦୃଢ଼ କରୁଥିବା ଜଣାପଡିଛି।...

Advertisement
Archives

Model This Week