Posted inଜାତୀୟ

ବାରମୁଳା ଏନ୍‌କାଉଣ୍ଟର, ଲଶ୍କରର ଶୀର୍ଷ କମାଣ୍ଡର ନିହତ…

ଶ୍ରୀନଗର, ୨୧।୪ : ଜମ୍ମୁ-କଶ୍ମୀରର ବାରାମୁଳାର ମାଲୱାରେ ଗୁରୁବାର ଏନକାଉଣ୍ଟରରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଏହି ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଶୀର୍ଷ କମାଣ୍ଡର ୟୁସୁଫ କାନ୍ତରୁ ନିହତ ହୋଇଛନ୍ତି।

ସେ ବଡଗାମ ଜିଲାର ଜଣେ ଏସପିଓ ଏବଂ ତାଙ୍କ ଭାଇ, ଜଣେ ସୈନିକ ଏବଂ ସାଧାରଣ ନାଗରିକଙ୍କ ସମେତ ବହୁ ସାଧାରଣ ନାଗରିକ ଏବଂ ସୁରକ୍ଷା ବାହିନୀର ଯବାନଙ୍କ ବହୁ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିଲେ। ଆଇଜିପି କଶ୍ମୀର ବିଜୟ କୁମାର ଏହି ସୂଚନା ଦେଇଛନ୍ତି। ଏହି ଏନକାଉଣ୍ଟରରେ ତିନି ଜଣ ଯବାନ ଏବଂ ଜଣେ ସାଧାରଣ ନାଗରିକ ସାମାନ୍ୟ ଆହତ ହୋଇଛନ୍ତି।

ଗୁରୁବାର ସକାଳେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଅପରେଶନ ବଡଗାମ ପୋଲିସ ଏବଂ ସେନା ଯବାନଙ୍କ ଦ୍ୱାରା ମିଳିତ ଭାବେ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri