ବର୍ଷା-ଅନୁଭବ ମାମଲା, ୭ରେ ଶୁଣାଣି

କଟକ ଅଫିସ, ୩୦ା୮: ବହୁଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ପାରିବାରିକ ବିବାଦ ମାମଲାରେ ବର୍ଷାଙ୍କ ଆବେଦନର ଶୁଣାଣି ୭ ତାରିଖକୁ ଘୁଞ୍ଚତ୍ଛି। ଫ୍ୟାମିଲି କୋର୍ଟର ନିର୍ଦ୍ଦେଶକୁ ନେଇ ବର୍ଷା ହାଇକୋର୍ଟରେ ପହଞ୍ଚତ୍ଛନ୍ତି।
ସୂଚନାଯୋଗ୍ୟ, ଗତ ମାସରେ କଟକ ଫ୍ୟାମିଲି କୋର୍ଟରେ ଅନୁଭବ ମହାନ୍ତି ହାଜର ହୋଇଥିଲେ। କୋର୍ଟରେ ଦୁଇଦିନ ଧରି ଅନୁଭବ ସାକ୍ଷ୍ୟ ପ୍ରଦାନ କରିଥିଲେ। ଅନୁଭବଙ୍କ ପକ୍ଷରୁ ଦାଏର ହୋଇଥିବା ଛାଡ଼ପତ୍ର ଆବେଦନ ଉପରେ ନିଜେ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ପ୍ରତିପକ୍ଷ ଓକିଲ ଅନୁଭବଙ୍କୁ ଜେରା କରିଥିଲେ। ଏହି ସମୟରେ ସ୍ତ୍ରୀ ବର୍ଷାଙ୍କ ଉଦ୍ଦେଶ୍ୟରେ ଶ୍ରୀମଦ୍‌ଭଗବଦ୍‌ ଗୀତା ପ୍ରଦାନ କରିଥିଲେ ସାଂସଦ ଅନୁଭବ ମହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ...

ଜୀବନ ପରିବର୍ତ୍ତେ ଜୀବିକାକୁ ପ୍ରାଧାନ୍ୟ

ଅନୁଗୋଳ ଅଫିସ, ୧୭।୬ କରୋନା ମହାମାରୀ ସମୟରେ ଜୀବନ ବଡ଼ ନା ଜୀବିକା। ଏ ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇ ନ ଥିବାବେଳେ ଜୀବିକାକୁ...

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ...

ଫିଲ୍ମ ଷ୍ଟାଇଲ୍‌ରେ ଲୁଟିନେଲ ଏଲ୍‌ଇଡି ବୋଝେଇ ଟ୍ରକ୍‌

ଖୋର୍ଦ୍ଧା ଅଫିସ,୩ା୪: ଫିଲ୍ମ ଷ୍ଟାଇଲରେ ଦୁର୍ବୃତ୍ତ ଲୁଟି ନେଇଛନ୍ତି ଏଲ୍‌ଇଡି ଟିଭି ବୋଝେଇ ଟ୍ରକ୍‌। ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏଲ୍‌ଇଡି ଟିଭି ବୋଝେଇ...

ବିକାଶ ପାଇଁ ପ୍ରତି ଓ୍ବାର୍ଡକୁ କୋଟିଏ

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦ୍ୱିତୀୟ କର୍ପୋରେଶନ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଏମ୍‌ସି...

‘ସୁବାସଙ୍କ ବିରୋଧରେ ରୁଜୁ ମିଛ ମାମଲା ପ୍ରତ୍ୟାହାର କର’

ଭୁବନେଶ୍ୱର,୪ା୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇ ରୁଜୁ ମିଛ ମାମଲା ପ୍ରତ୍ୟାହାର କରାଯାଉ। ବିଧାୟକ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ରୁଜୁ ହୋଇଥିବା...

ସିନାପାଲି କଲେଜରେ ଅଭିଭାବକ ସମ୍ମିଳନୀ:ଅଭିଭାବକ-ଅଧ୍ୟାପକ ମଧ୍ୟରେ ସମନ୍ବୟ ରହିଲେ ଶିକ୍ଷାର ବିକାଶ ସମ୍ଭବ

ସିନାପାଲି,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି କଲେଜରେ ଅଭିଭାକମାନଙ୍କୁ ନେଇ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ସିନାପାଲି କଲେଜ ସମସ୍ତ ଅଭିଭାକଅଭିଭାବିକାମାନଙ୍କୁ ନେଇ ଅନୁଷ୍ଠିତ ଏହି ସମ୍ମିଳନୀରେ...

ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରେ ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକ(ଭାରତ) ଜୁନୈଦ କମାଲ୍‌ ଅହମ୍ମଦଙ୍କୁ ସାକ୍ଷାତ କରିଛନ୍ତି। ଅପରାହ୍ନରେ ହୋଇଥିବା ଏହି ସାକ୍ଷାତ୍‌କାର ସମୟରେ...

Advertisement
Archives

Model This Week