୪ରେ ବର୍ଷାଙ୍କ ଆବେଦନର ଶୁଣାଣି

କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ ଆକ୍ଷେପକୁ ନେଇ ବର୍ଷାଙ୍କ ଆବେଦନ ଶୁଣାଣି ନଭେମ୍ବର ୪ରେ ହେବ ବୋଲି ସୂଚନା ମିଳିଛି। ଅନୁଭବ କିଛି ଦିନ ତଳେ ସୋସିଆଲ ମିଡ଼ିଆରେ ବର୍ଷାଙ୍କ ବିରୋଧରେ ବିଭିନ୍ନ ଭିଡିଓ ଶେୟାର କରିଥିଲେ। ସେହି ଘଟଣାକୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ସୂଚନାଯୋଗ୍ୟ, ଗତ ମାସ ବର୍ଷା- ଅନୁଭବ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ହେଲେ ବିବାଦର କୌଣସି ସମାଧାନ ହୋଇନଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଳପତିଙ୍କ ପ୍ରତିଶ୍ରୁତି ପରେ ଛାତ୍ରଙ୍କ ଅନଶନ ପ୍ରତ୍ୟାହୃତ

ବାରିପଦା ଅଫିସ,୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆମରଣ ଅନଶନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଦୀପ କୁମାର...

ପତ୍ରପୋଡା ରୋଗ: ଶତାଧିକ ଏକର ଧାନ ଫସଲ ନଷ୍ଟ ଆଶଙ୍କା

ବାଲିଆ,୯ା୧୧: ବିରିଡି ବ୍ଲକର ବଡଖଣ୍ଡାଏତା ପଞ୍ଚାୟତର ବାଇଟାଙ୍ଗୀ, ରାଇମୁହଁ, ବଡଖରଦା, ଗଉଡକିଆରି, ବଉରି ଜୋରି, ଚୌଧୁରିବାଟୀ ପ୍ରଭୃତି ପାଟ ଜମିରେ ପତ୍ରପୋଡା ରୋଗ ଦେଖାଦେଇଛି। ଫଳରେ...

୬ରୁ ଭଙ୍ଗାହେବ ବେଆଇନ ଘର, ନିର୍ମାଣ

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ବେଆଇନ ନିର୍ମାଣକୁ ନିୟମିତ ତଥା ସ୍ବୀକୃତ କରିବାକୁ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ‘ସର୍ବକ୍ଷମା’ ଯୋଜନା। ଇତିମଧ୍ୟରେ...

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍‌ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର...

ଦୀର୍ଘ ଦିନର ଦାବି ପରେ ମିଳିଲା ରାଜସ୍ବ ଗ୍ରାମ ମାନ୍ୟତା

କୋକସରା,୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିିଛି। ପୂର୍ବରୁ ଉକ୍ତ...

ବିବାହ ପାଇଁ ରାଜି ହେଲେନି ପ୍ରେମିକ: ଥାନାର ଦ୍ୱାରସ୍ଥ ହେଲେ ପ୍ରେମିକା

ବାଲିକୁଦା,୧୯ା୧୧(ସ୍ବ.ପ୍ର.): ଚାରି ବର୍ଷର ଭଲ ପାଇବା ପରେ ବି ପ୍ରେମିକ ବିବାହ କରିବାକୁ ମନାକଲେ। ଫଳରେ ପ୍ରେମିକା ନିରାଶ ହୋଇ ଶେଷରେ ନ୍ୟାୟ ପାଇଁ ଥାନାର...

କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍‌ଏମ୍‌ଙ୍କୁ...

ଶିଖରଚଣ୍ଡୀ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର,୪ା୧(ବ୍ୟୁରୋ): ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାଶର୍‌ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବେ ବିକଶିତ କରାଯିବ। ୫୩.୬୪...

Advertisement
Archives

Model This Week