ପଦ୍ମପୁର ଉପନିର୍ବାଚନ: ବର୍ଷା ବରିହା ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସ୍ବର୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ ବଡ ଝିଅ ବର୍ଷା ସିଂ ବରିହା ହେଲେ ବିଜେଡି ପ୍ରାର୍ଥୀ। ସୋମବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି।

ଡିସେମ୍ବର ୫ରେ ପଦ୍ମପୁରରେ ଉପନିର୍ବାଚନ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ  ଏବଂ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?