ପ୍ରଚାର ମଇଦାନରେ ବର୍ଷା ପ୍ରିୟଦର୍ଶିନୀ, ଏଲିନା

ଯାଜପୁର ଅଫିସ,୨୧।୩: ଆସନ୍ତା ୨୪ ତାରିଖରେ ପୌର ନିର୍ବଚନ। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ିବାରେ ଲାଗିଛି। ନିର୍ବାଚନୀ ପ୍ରଚାର ଜୋରଦାର କରାଯାଉଥିବା ବେଳେ ରାଜନୈତିକ ଉଷ୍ମତା ମଧ୍ୟ ଦେଖା ଯାଉଛି। ମଙ୍ଗଳବାର ପ୍ରଚାରର ଶେଷ ଦିନ ହୋଇଥିବା ବେଳେ ବିଜେଡିର ବରିଷ୍ଠ ନେତାଙ୍କ ସହ ଷ୍ଟାର କ୍ୟାମ୍ପେନିଂ ମଧ୍ୟ ହେଉଛି। ସୋମବାର ଯାଜପୁରରେ ପ୍ରଚାର କାର୍ଯ୍ୟରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏଲିନା ଦାଶ ସାମିଲ ହୋଇଥିଲେ। ଏହାସହ ଯାଜପୁର ପୌରପାଳିକାରେ ଭବପ୍ରସାଦ ଦାସ ମଧ୍ୟ ପ୍ରଚାର କରିଥିଲେ। ବାଇକ୍‌ ରାଲିରେ ଯାଜପୁର ପୌରାପାଳିକାର ୧୮ଟି ଓ୍ବାର୍ଡ ବୁଲି ବିଜେଡି ପ୍ରାର୍ଥୀଙ୍କ ଅଭିନେତ୍ରୀଙ୍କ ସହ ବହୁ କର୍ମୀ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ନାକେଦମ୍‌ : ୫ ଘଣ୍ଟା କସରତ ପରେ ଧରାପଡିଲେ

ରେମୁଣା, ୧୪।୬(ଡି.ଏନ.ଏ.)-ଏକ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ରବିବାର ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଓ ରେମୁଣା ପୋଲିସକୁ ନାକେଦମ୍‌ ହେବାକୁ ପଡିଛି।...

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ...

୯ ବର୍ଷରେ ୧୧୪ ଅଙ୍ଗନୱାଡି ଗୃହ ଅସମ୍ପୂର୍ଣ୍ଣ

ଖଇରା,୨୯।୧୦ ଉତ୍କଳବନ୍ଧୁ ପଣ୍ଡା: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ବିଭିନ୍ନ ସମସ୍ୟା ଯୋଗୁ ୯ବର୍ଷ ମଧ୍ୟରେ ୧୧୪ ନୂତନ ଅଙ୍ଗନୱାଡି କେନ୍ଦ୍ର ଗୃହ ଅସମ୍ପୂର୍ଣ୍ଣ...

ଛତିଶଗଡ଼ କବ୍‌ଜାରେ ମହୁଲପାହାଡ଼

ଲଖନପୁର,୨୬।୨(ଡି.ଏନ୍‌.ଏ.): ଓଡିଶା-ଆନ୍ଧ୍ରପ୍ରଦେଶ ସୀମାରେ ଥିବା କୋରାପୁଟ ଜିଲା କୋଟିଆ ପଞ୍ଚାୟତକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ଦେଖାଦେଇଛି ସୀମା ବିବାଦ। ଏ ନେଇ ଚଳିତ ବିଧାନସଭାରେ...

କାଦୁଅରେ ଭର୍ତ୍ତି ବୋରିଖାଲ ଗାଁ ରାସ୍ତା

ମୁନିଗୁଡ଼ା,୩।୮(ରାଧେଶ୍ୟାମ ଅଗ୍ରଓ୍ବାଲ): ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତର ବୋରିଖାଲ ଗାଁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ପୂର୍ତ୍ତ ବିଭାଗ ରାସ୍ତାଠାରୁ ମାତ୍ର ୩୦୦ମିଟର ଦୂରରେ ଅବସ୍ଥିତ ବୋରିଖାଲ...

ଏଟିଏମ୍‌ ଠକ ଗିରଫ : ୫୯ ହଜାର ଟଙ୍କା, ୯ କାର୍ଡ ଜବତ

ଆସିକା,୧୧ା୦୭ (ଡି.ଏନ୍‌.ଏ.)-ଏଟିଏମ୍‌କୁ ଟଙ୍କା ଉଠାଣ ପାଇଁ ଯାଉଥିବା ଅନଭିଜ୍ଞ ବ୍ୟକ୍ତିଙ୍କୁ ସହାୟତା କରିବା ଆଳରେ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଆସିକା ପୋଲିସ ଗିରଫ କରିଛି।...

ଇଞ୍ଜେକ୍‌ଶନ୍‌ ନେଇ ରୋଗୀଙ୍କ ମୃତ୍ୟୁ

ପାରାଦୀପ,୨୯।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମରେ ସୋମବାର ଏକ ଔଷଧ ଦୋକାନରୁ ଇଞ୍ଜେକଶନ୍‌ ନେବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ...

Advertisement
Archives

Model This Week