ଫ୍ୟାମିଲି କୋର୍ଟରେ ବର୍ଷା-ଅନୁଭବ

କଟକ ଅଫିସ,୧୭।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲା ତୁଟିବାର ନାଁ ନେଉନାହିଁ। ସୋମବାର ଉଭୟ ପୁଣି ଥରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିବା ବେଳେ ଆଜି ବି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ସମ୍ପର୍ଣ୍ଣ ହୋଇପାରିନାହିଁ । ସାକ୍ଷ୍ୟ ସମ୍ବନ୍ଧୀୟ କାଗଜପତ୍ରର ନକଲ ଅନୁଭବଙ୍କୁ ଦିଆଯାଇନଥିବାରୁ ଆଜି ସାକ୍ଷ୍ୟ ଗ୍ରହଣ ସମ୍ଭବ ହୋଇପାରି ନ ଥିବା ଜଣାପଡିଛି। ଏହାସହ କୋର୍ଟ ଅନୁଭବଙ୍କ ରିଭ୍ୟୁ ପିଟିସନ ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri