ଗ୍ରୀଷ୍ମ ଅବକାଶ ପରେ ହେବ ବର୍ଷା-ଅନୁଭବଙ୍କ ଛାଡ଼ପତ୍ର ଶୁଣାଣି

କଟକ, ୧୬।୫: ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲା ପରିବାର ଅଦାଲତରେ ସମଧାନ ହୋଇପାରି ନାହିଁ । ମଙ୍ଗଳବାର ବାର ଉଭୟ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ମଧ୍ୟ ଜେରା ପ୍ରକ୍ରିୟା ଅସମ୍ପୂର୍ଣ୍ଣ ରହିଛି । ଅନୁଭବ ଦାୟର କରିଥିବା ଛାଡପତ୍ର ଆବେଦନର ଶୁଣାଣି ଗ୍ରୀଷ୍ମ ଅବକାଶ ପରେ ହେବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଜେରା ଚାଲିଥିବା ବେଳେ ଅନୁଭବ ବର୍ଷାଙ୍କୁ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ପ୍ରଶ୍ନ କରିଛନ୍ତି । ସେପଟେ  ତାଙ୍କ ଓକିଲ ୩ ଟି ମୁଖ୍ୟ ପ୍ରସଙ୍ଗ ଉପରେ ବର୍ଷାଙ୍କୁ ଜେରା କରିଛନ୍ତି । ହେଲେ ଭାଷା ଜନିତ ସମସ୍ୟା ରହୁଥିବା କରଣରୁ ମାମଲା ଗଡିଚାଲୁଛି ବୋଲି ଅନୁଭବଙ୍କ ଓକିଲ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri