ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ କୋର୍ଟର ମଧ୍ୟସ୍ଥତାରେ ଉଭୟ ହାଜର ହୋଇଥିଲେ। ମାତ୍ର ବିବାଦର କୌଣସି ସମାଧାନ ହୋଇ ନ ଥିଲା। ସେଥିପାଇଁ ଆଜି ପୁଣି ହାଜର ହୋଇଛନ୍ତି ବର୍ଷା। ଏହାର କିଛି ସମୟ ପରେ ଅନୁଭବ ମଧ୍ୟ ପହଞ୍ଚିଛନ୍ତି। ଉଭୟଙ୍କ ମଧ୍ୟରେ ଥିବା ବିବାଦର ବୁଝାମଣା ପାଇଁ ଆଜି ଫ୍ୟାମିଲି କୋର୍ଟରେ ଦୁହେଁ ହାଜର ହୋଇଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ତଳେ ପାରିବାରିକ ମାମଲାକୁ ନେଇ ଅନୁଭବ-ବର୍ଷା ମୁହାଁମୁହିଁ ହୋଇଥିଲେ। ଉଭୟ କୋର୍ଟର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାନ୍ତି ଦିବସରେ ସମ୍ମାନିତ ହେଲେ ଏହି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ

ପଦ୍ମପୁର,୯ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆରୁହ ପଞ୍ଚାୟତ ତୁଲମତୁଲା ଗ୍ରାମର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସାରଦା ପ୍ରାସାଦ ରାୟଙ୍କୁ ସୋମବାର କ୍ରାନ୍ତି ଦିବସରେ...

ସୁଶାନ୍ତ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ

ପୋଲସରା,୩୦ା୮(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଜୁନ ୧୮ ତାରିଖ ରାତିରେ ସୁଶାନ୍ତ ନାୟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୂର୍ବରୁ ପୋଲିସ...

ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍‌

ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ...

ମନ୍ଦିର ଖୋଲିବା ନିଷ୍ପତ୍ତି ସରକାର ନେବେ

କଟକ ଅଫିସ,୧୦।୮: କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ମନ୍ଦିର ଏବଂ ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ସେ ନେଇ ରାଜ୍ୟ ସରକାର ନିଷ୍ପତ୍ତି...

ଗାଁ ଦାଣ୍ଡରେ ଡଙ୍ଗା ଚାଲିଲା

ଖୋର୍ଦ୍ଧା ଅଫିସ,୨୯ା୮: ଲଘୁଚାପଜନିତ ବର୍ଷା ଓ ହୀରାକୁଦରୁ ଜଳ ନିଷ୍କାସନ ଫଳରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଖୋର୍ଦ୍ଧା ବ୍ଲକର ଓରବରସିଂ, ନରଣଗଡ଼ ଓ...

ଖବରଦାତାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର...

ରାସ୍ତାରେ ଶିଶୁପୁତ୍ର ଜନ୍ମଦେଲେ ମହିଳା, ଚିକିତ୍ସା ଅବହେଳା ପ୍ରତିବାଦରେ ରାସ୍ତାରୋକୋ

ରଘୁନାଥପୁର, ୭। ୬ (ଡି.ଏନ.ଏ.) : ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଜଣେ ଗର୍ଭବତୀଙ୍କୁ ଚିକିତ୍ସା ସୁବିଧା ନ ମିଳିବାରୁ ସେ ଘରକୁ...

ଭିମସାରରେ ଚିକିତ୍ସା ଅବହେଳା ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ, ୧୦।୭: କରୋନାର ଦ୍ୱିତୀୟ ଲହର ସମୟରେ ବୁର୍ଲା ଭିମସାରରେ ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ପାଇଁ...

Advertisement
Archives

Model This Week