୬ଷ୍ଠ ରାଉଣ୍ଡରେ ବି ପ୍ରଦୀପଙ୍କୁ ପଛରେ ପକାଇଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୫ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୬ଷ୍ଠ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି ରାଉଣ୍ଡ ସୁଦ୍ଧା ବର୍ଷାଙ୍କୁ ୩୧୮୮୫ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପାର ପ୍ରଦୀପ ପୁରୋହିତଙ୍କୁ ୨୧୧୮୨ ଖଣ୍ଡ ଭୋଟ୍‌ ମିଳିଛି। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ଏହି ରାଉଣ୍ଡ ସୁଦ୍ଧା ୯୭୦ ଖଣ୍ଡ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri