୬ଷ୍ଠ ରାଉଣ୍ଡରେ ବି ପ୍ରଦୀପଙ୍କୁ ପଛରେ ପକାଇଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୫ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୬ଷ୍ଠ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି ରାଉଣ୍ଡ ସୁଦ୍ଧା ବର୍ଷାଙ୍କୁ ୩୧୮୮୫ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପାର ପ୍ରଦୀପ ପୁରୋହିତଙ୍କୁ ୨୧୧୮୨ ଖଣ୍ଡ ଭୋଟ୍‌ ମିଳିଛି। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ଏହି ରାଉଣ୍ଡ ସୁଦ୍ଧା ୯୭୦ ଖଣ୍ଡ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri