ଆଜି ବର୍ଷାଙ୍କ ଆବେଦନ ଶୁଣାଣି

କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ ବର୍ଷାଙ୍କ ସମ୍ମାନ ହାନି ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି ବର୍ଷା।

ସୂଚନାଯୋଗ୍ୟ, ପୁରୀଘାଟ ଥାନାରେ ବର୍ଷା କିଛିଦିନ ତଳେ ଲିଖିତ ଅଭିଯୋଗ କରିଥିଲେ। ଏତଲାରେ ସେ ଦର୍ଶାଇଥିଲେ ଯେ, ଅନୁଭବ ମନଗଢ଼ା ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ସହ ତାଙ୍କୁ ଆକ୍ଷେପ କରି ଅନେକ କିଛି କଥା କହିଛନ୍ତି। ଯାହାକି ତାଙ୍କ ନାରୀତ୍ୱକୁ ଅପମାନ କରିଛନ୍ତି। ମିଡିଆ ଜରିଆରେ ଅନୁଭବ ତାଙ୍କର ଚରିତ୍ର ସଂହାର କରି ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରୁଛନ୍ତି। କଟକ ଡିସିପି ଏହି ଅଭିଯୋଗ ଉପରେ ତର୍ଜମା କରାଯାଉଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri