ବରୁଣେଶ୍ୱର ମେଳାରେ ଫ୍ରିଡମ୍‌ ଷ୍ଟଲ୍‌

ଭୁବନେଶ୍ୱର,୧୭।୧: ଦେଶର ପ୍ରମୁଖ ଖାଇବା ତେଲ କମ୍ପାନୀ ଫ୍ରିଡମ୍‌ ଅଏଲର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ୍‌ ଯାଜପୁରର ପ୍ରସିଦ୍ଧ ବରୁଣେଶ୍ୱର ମେଳା ପରିସରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଞ୍ଝାରପୁର ବିଡିଓ ମିନତୀ ଜଗଦେବ, ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସ, ଜିଲା ପରିଷଦ ସଭ୍ୟା ସୁନୀତା ନାୟକ, ସରପଞ୍ଚ ସ୍ମୃତି ସମୀକ୍ଷା ମଲ୍ଲିକ, ସରପଞ୍ଚ କାର୍ତ୍ତିକ ଚନ୍ଦ୍ର ଧଳଙ୍କ ସମେତ ବରୁଣେଶ୍ୱର ଉନ୍ନୟନ କମିଟିର ସମ୍ପାଦକ ବଟକୃଷ୍ଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ କମ୍ପାନୀର ଓଡ଼ିଶା ମୁଖ୍ୟ ଅମୀୟ କୁମାର ଧଳ କହିଛନ୍ତି, ଗ୍ରାମାଞ୍ଚଳର ଗ୍ରାହକଙ୍କୁ କମ୍ପାନୀର ଉତ୍ପାଦ ପ୍ରତି ଆକୃଷ୍ଟ କରାଇବା ପାଇଁ ବିଭିନ୍ନ ପ୍ରକାରର ଉପହାର ମଧ୍ୟ ପ୍ରତି କ୍ରୟ ଉପରେ ଦିଆଯାଉଛି ବୋଲି ଧଳ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଏସ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୪ା୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପରିସରରେ ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି।...

ପୁଣେରେ ଜୟଆଲୁକ୍କାସ୍‌ ଶୋ’ରୁମ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୪ା୬(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଶୋ’ରୁମ୍‌ ନିକଟରେ ପୁଣେର ପିମ୍ପ୍ରିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

କାନାର ବ୍ୟାଙ୍କର କର୍ପୋରେଟ ମିଟ୍‌

ଭୁବନେଶ୍ୱର,୧୪ା୬: କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଏକ କର୍ପୋରେଟ୍‌ ମିଟ୍‌ ଭୁବନେଶ୍ୱରର...

ରିଲାଏନ୍ସ ଜିଓକୁ ସିଡିପି କ୍ଲାଇମେଟ୍‌ ଆଓ୍ବାର୍ଡ

ଭୁବନେଶ୍ୱର,୧୪ା୬: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌କୁ ନିକଟରେ ଆଉ ଏକ ସମ୍ମାନ ‘ସିଡିପି କ୍ଲାଇମେଟ୍‌ ଆଓ୍ବାର୍ଡ’ ଦିଆଯାଇଛି। ବିଶେଷକରି...

ଧାନର ଏମ୍‌ଏସ୍‌ପି ବୃଦ୍ଧି ଅର୍ଥନୀତି ପାଇଁ ଶୁଭ ସଙ୍କେତ

ଭୁବନେଶ୍ୱର,୧୪ା୬(ଅନୁରାଧା ମହାରଣା): ରାଜ୍ୟର କୃଷକମାନଙ୍କ ସଶକ୍ତୀକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ...

ଦେଶରେ ୧୨ ମାସ ତଳେ ଖୁଚୁରା ମୁଦ୍ରାସ୍ଫୀତି, ଓଡ଼ିଶା ବଜାରରେ ଆକାଶ ଛୁଆଁ ଦରଦାମ୍

ଭୁବନେଶ୍ୱର, ୧୩।୬: ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ବା ମହଙ୍ଗା ହାର ମେ ମାସରେ ୧୨ ମାସର ସର୍ବନିମ୍ନ ୪.୭୫% ସ୍ତରକୁ ଖସିଛି। ଯାହା ଏପ୍ରିଲ ମାସରେ...

ଆମେରିକା ବ୍ୟାଙ୍କର ପ୍ରଭାବ, ରେକର୍ଡ ସ୍ତରରେ ସେୟାର ମାର୍କେଟ୍‌

ମୁମ଼୍ବାଇ, ୧୩।୬: ବିଶ଼୍ବର ସବୁଠାରୁ ବୃହତ୍‌ ଅର୍ଥନୈତିକ ଦେଶ ଆମେରିକାର ଫେଡରାଲ୍‌ ରିଜର୍ଭ ବ୍ୟାଙ୍କ୍‌ ଏହାର ନୀତିଗତ ସୁଧ ହାରକୁ ନେଇ ଘୋଷଣା କରିଛି ।...

ସେନ୍‌କୋର ବ୍ରାଇଡାଲ ଜୁଏଲେରି କଲେକ୍ସନ

ଭୁବନେଶ୍ୱର,୧୩।୬: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ତଥା ନୂତନ ବ୍ରାଇଡାଲ ଜୁଏଲେରି କଲେକ୍ସନ ‘ପ୍ୟାର୍‌ କା ଗଠ୍‌ବନ୍ଧନ-୨୦୨୪’ର ସର୍ବଭାରତୀୟସ୍ତରରେ ଉନ୍ମୋଚନ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri