ବାରୁଣୀ ସ୍ନାନ ବନ୍ଦ : ୧୪୪ ଧାରା ଜାରି

ପୁରୁଷୋତ୍ତମପୁର,୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଠାରେ ଋଷିକୁଲ୍ୟା ନଦୀର ତୁମ୍ବେଶ୍ବର ଘାଟରେ ହେଉଥିବା ବାରୁଣୀସ୍ନାନ ବନ୍ଦ କରାଯାଇଛି। କରୋନା କଟକଣା ନେଇ ଏହାକୁ ସମ୍ପୁର୍ଣ୍ଣ ବନ୍ଦ କରାଯିବା ସହ ୧୪୪ ଧାରା ଜାରି ହୋଇଛି। ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ନୀତିଶ କୁମାର ତ୍ରିପାଠୀ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁଙ୍କ ସହ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଏହା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇ ନଦୀ ଚାରିପଟୁ ସିଲ୍‌କରି କରାଯାଇଛି। ତୁମ୍ବେଶ୍ବର ମନ୍ଦିର ବନ୍ଦ ହୋଇଛି। ଅନୁମତି ଅନୁଯାୟୀ, କେବଳ ମହାପ୍ରଭୁଙ୍କୁ ଯାତନୀତି କାର୍ଯ୍ୟ ଭୋରୁ ଶେଷ କରାଯାଇଛି।
ସେହିପରି ପାଣ୍ଡିଆ ଓ ଜାମୁନି ନଦୀ ଘାଟରେ ମଧ୍ୟ ପୋଲିସ ଓ ପ୍ରଶାସନ ପକ୍ଷରୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବ ଅନଟନ ସତ୍ତ୍ୱେ ସଫଳତା

ସୋହେଲା,୯।୯(ଡି.ଏନ.ଏ.):ଅଭାବ ଅନଟନ ସଫଳତାରେ ବାଧା ସୃଷ୍ଟି କରିପାରେ କିନ୍ତୁ ଅଟକାଇ ପାରେନାହିଁ। ଏହାର ଏକ ଉଦାହରଣ ସାଜିଛନ୍ତି ସୋହେଲା ବ୍ଲକ କନଗାଁ ପଞ୍ଚାୟତର ବୁଡ଼ାମାଲ ଗ୍ରାମର...

କଟକରେ ଗଳାକାଟି ୩ ଜଣଙ୍କୁ ହତ୍ୟା ଘଟଣା: ନାରାୟଣଙ୍କୁ ଫସାଇ ଦେଇଛି ପୋଲିସ

ନୟାଗଡ଼ ଅଫିସ,୧।୮: କଟକ ସହରରେ ଗତ ୨୩ ଓ ୨୪ ତାରିଖରେ ଫୁଟ୍‌ପାଥ୍‌ରେ ଶୋଇଥିବା ୩ ଜଣ ଲୋକଙ୍କ ଗଳାକାଟିି ହତ୍ୟା ଘଟଣା ସାରା ରାଜ୍ୟରେ...

ରାସ୍ତାରେ ଢ଼େଉ ମାରୁଛି ଡ୍ରେନ୍‌ପାଣି

ଚୌଦ୍ୱାର,୩୦।୧୨(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା କଳିଙ୍ଗ ଛକ-ଶଙ୍କରପୁର ରାସ୍ତାର କଳିଙ୍ଗଛକ ନିକଟରେ ରାସ୍ତାରେ ହମ୍ପ୍‌ସ ନିର୍ମାଣ ଯୋଗୁ ଆଖପାଖ ରାସ୍ତାରେ ନିୟମିତ...

ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀ ଟି. ଲକ୍ଷ୍ମୀ ଓ ସମସ୍ତ କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ବିଜେଡି ପକ୍ଷରୁ...

ନିମାପଡ଼ାରେ ହେବ କୋଭିଡ୍‌ କେୟାର

ନିମାପଡ଼ା,୨୪ା୫(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ନିମାପଡ଼ା କଲେଜ ନିକଟରେ ସରକାରୀ ପକ୍ଷରୁ ଖୁବଶୀଘ୍ର ବ୍ଲକସ୍ତରୀୟ କୋଭିଡ୍‌ କେୟାର ସେଣ୍ଟର ପ୍ରତିଷ୍ଠା କରାଯିବ। ଏଥିନିମନ୍ତେ ପୁରୀ...

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୦୦ ପାର୍‌ କଲା

କୋରାପୁଟ,୨୫ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶୁକ୍ରବାର ଆଉ ୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୁଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌...

ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବୌଦ୍ଧ, ୨୯ା୪(ସ୍ବ.ପ୍ର.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ବୁଧବାର ନୂତନ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟନ କରାଯାଇଛି। ବିଧାୟକ ପ୍ରଦୀପ କୁମାର ଅମାତ ଏହି ମେଶିନର ଉଦ୍‌ଘାଟନ କରିଥିଲେ।...

ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି...

Advertisement
Archives

Model This Week