ବସନ୍ତ ବିହାର କଣ୍ଟେନମେଣ୍ଟ ଜୋନ ଘୋଷଣା

ପାରଳାଖେମୁଣ୍ଡି, ୧୬।୪(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପାଳିକାର ବସନ୍ତ ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ବସନ୍ତ ବିହାରକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ତେଣୁ ଲୋକଙ୍କୁ କଣ୍ଟେନମେଣ୍ଟ ଜୋନ୍‌ ଭିତରକୁ ପ୍ରବେଶକୁ ବାରଣ କରିବା ପାଇଁ ବ୍ୟାରିକେଟ୍‌ ମଧ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ଆକର୍ଷଣ ଯୋରନ୍ଦା ଜଳପ୍ରପାତ

ବାରିପଦା ଅଫିସ,୨୪।୮: ବିଶ୍ୱ ବିଖ୍ୟାତ ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିଥାଏ। ଏଠାକାର ସବୁଜ ପାହାଡ଼ରୁ ଝରି ପଡୁଥିବା ଜଳପ୍ରପାତର...

ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ

ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ...

ରାଉରକେଲା ହାଇଟେକ ମେଡିକାଲ କଲେଜ ହେବ କରୋନା ହସ୍ପିଟାଲ

କଟକ ଅଫିସ, ୧।୪: କୋଭିଡ-୧୯ ଭୂତାଣୁ ଏବେ ଷ୍ଟେଜ-୨ରେ ଥିବାବେଳେ କାଳେ ଗୋଷ୍ଠୀ ସଂକ୍ରମଣ ହେବ ଆଶଙ୍କା କରି ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ପରେ...

ଦସ୍ତଖତ ଜାଲିଆତି କରି ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା : ଟଙ୍କା ଫେରିପାଇଲେ ଜିଲାପାଳ

ଅନୁଗୋଳ ଅଫିସ,୧୫।୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ଗାଏବ ହୋଇଥିବା ୫୯ଲକ୍ଷ ୪୧ହଜାର ୪୮୧ଟଙ୍କା ଫେରସ୍ତ ହୋଇଛି। ସମ୍ପୃକ୍ତ ବ୍ୟାଙ୍କ ଉକ୍ତ ଟଙ୍କା ଫେରସ୍ତ କରିଥିବା ବର୍ତ୍ତମାନର...

ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ପଦବୀ ମହିଳାଙ୍କ ଲାଗି ସଂରକ୍ଷଣ

ପୁରୁଷୋତ୍ତମପୁର,୧୫ା୧(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ୧୪ଟି ଓ୍ବାର୍ଡ ବିଶିଷ୍ଟ ପୁରୁଷୋତ୍ତମପୁର ଏନ୍‌ଏସି ନିର୍ବାଚନ ଲାଗି ଅଧ୍ୟକ୍ଷ ପଦବୀଟି କେବଳ ମହିଳାଙ୍କ ନିମନ୍ତେ ସଂରକ୍ଷଣ ଥିବା ନେଇ ରାଜ୍ୟ...

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ...

ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର...

ବଣ୍ଟନ କମ୍‌, ବିକ୍ରି ବେଶି

ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ...

Advertisement
Archives

Model This Week