ଭଦ୍ରକ ଅଫିସ,୨୮।୩- ଗାଁସାଥୀ (ମେଟ୍) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର ଭଦ୍ରକ ଜିଲା ଶାଖା ପକ୍ଷରୁ ସ୍ଥାନୀୟ ସୀତାରାମ କଲ୍ୟାଣ ମଣ୍ଡପଠାରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି।ଗଁା ସାଥୀ ସଙ୍ଗଠକ ମନୋଜ ପାଢ଼ୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ୱାଳ ଯୋଗଦେଇ ମାର୍ଚ୍ଚ ୩୦ ସୁଦ୍ଧା ଜିଲା ପ୍ରଶାସନ ଗଁା ସାଥୀ ସଂଘର କର୍ମକର୍ତ୍ତାଙ୍କୁ ଡାକି ଏକ ମିଳିତ ବୈଠକ କରାଇବା ପାଇଁ ଦାବି କରିଛନ୍ତି। ଗଁା ସାଥୀଙ୍କୁ ଟ୍ରେନିଂ ନ ଦେବା, ବକେୟା ପ୍ରାପ୍ୟ ନ ଦେବା ଆଦି ପ୍ରତିବାଦରେ ଆସନ୍ତା ଏପ୍ରିଲ ୫ରେ ସଂଘ ପକ୍ଷରୁ ଏକ ବ୍ଲକସ୍ତରୀୟ ଶୋଭାଯାତ୍ରା ଓ ବାସୁଦେବପୁର ବ୍ଲକ ଅଫିସ୍ ଘେରାଉ କରାଯିବ ବୋଲି ବୈଠକରେ ଘୋଷଣା କରାଯାଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ
ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…
ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…
ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…
ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼
କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…
ହୃଦ୍ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ
ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…
ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’
ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…
ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ
କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…
କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…
ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

