ବାସହୀନ ହେଲେ ବାସୁଦେବ, ବାତ୍ୟାରେ ଭାଙ୍ଗିଲା ଘର

ମୋହନା, ୨୮।୧୦( ମନ୍ମଥ ମିଶ୍ର ): ଗଜପତି ଜିଲାକୁ ପ୍ରଶାସନ ପକ୍ଷରୁ ବାତ୍ୟାକୁ ନେଇ ରେଡ୍‌ ଆଲର୍ଟ ରହିଥବାବେଳେ ପ୍ରଶାସନ ସଜାଗ ରହିଛି । ମଙ୍ଗଳବାର ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତ ଅନ୍ତର୍ଗତ ଆକିଲି ଗାଁର ବାସୁଦେବ ପରିଛାଙ୍କ ଟିଣ ଛପର ଘରଟି ସମ୍ପୂର୍ଣ ଭାଙ୍ଗି ଯାଇଛି। ସ୍ବାମୀ ସ୍ତ୍ରୀଙ୍କ ସହ ତିନି ପୁଅଝିଅ ପ୍ରଭାବିତ ହେଇଛନ୍ତି । ଖବରପାଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ପ୍ରାନ୍ତ ଶାରୀରିକ ପ୍ରମୁଖ ଅଶୋକ ରଣଜିତଙ୍କ ସହ କିଛି ସ୍ବୟଂ ସେବକ ଭାଇଙ୍କ ଉପସ୍ଥିତିରେ ଜରୁରୀକାଳୀନ ସେବା ଆକାରରେ କିଛି ବସ୍ତ୍ର ଏବଂ ଖାଦ୍ୟ ପଦାର୍ଥ ବଣ୍ଟନ କରାଯିବା ସହ ଆଶ୍ରୟସ୍ଥଳୀରେ ଆଶ୍ରୟ ନେବାକୁ ପରାମର୍ଶ ଦେଇଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri