Posted inଫୁରସତ

ବସୁଧୈବ କୁଟୁମ୍ବକମ୍‌ ହିଁ ଏକତାର ସଂକଳ୍ପ ସୃଷ୍ଟି କରେ

ସମଗ୍ର ବିଶ୍ୱ ଏକ ବଡ଼ ପରିବାର ସଦୃଶ। ତେଣୁ ବସୁଧୈବ କୁଟୁମ୍ବକମ୍‌ ଭାବେ ଏହାକୁ ବିବେଚନା କରାଯାଇଥାଏ। ଧର୍ମ, ବର୍ଣ୍ଣ, ଜାତି ନିର୍ବିଶେଷରେ ବିଶ୍ୱର ପ୍ରତିଟି ଲୋକଙ୍କ ମଧ୍ୟରେ ସମନ୍ବୟ ଏକତାର ସଂକଳ୍ପ ସୃଷ୍ଟି ଦ୍ୱାରା ଏହା ସମ୍ଭବ ହୋଇପାରିଥାଏ। ଏହାର ଗୁରୁତ୍ୱକୁ ଉପଲବ୍ଧି କରି ପ୍ରତିବର୍ଷ ଜାନୁୟାରୀ ୧ ରେ ପାଳନ କରାଯାଉଥିବା ବିଶ୍ୱ ପରିବାର ଦିବସ (ଗ୍ଲୋବାଲ ଫ୍ୟାମିଲି ଡେ) ବିଶ୍ୱକୁ ଏକତାର ସକାରାତ୍ମକ ବାର୍ତ୍ତା ଦେଇଥାଏ।
ଏହି ଦିବସ ଅବସରରେ ସମସ୍ତେ ଏକ ବୋଲି ସଚେତନତା ସୃଷ୍ଟି କରାଯାଇଥାଏ। ସମଗ୍ର ବିଶ୍ୱରେ ସଂସ୍କୃତି, ଧର୍ମ, ଚାଲିଚଳଣ ଆଦି ଭିନ୍ନ ହୋଇପାରେ କିନ୍ତୁ, ସତ୍ୟ ହେଉଛି, ସମସ୍ତ ମାନବଜାତି ଏକ ବୃହତ ପରିବାର ଯାହା ଏକଜୁଟ ହେଲେ ହିଁ ବଞ୍ଚିପାରିବ ଏବଂ ସଫଳ ହୋଇପାରିବ। ଏହି ଲକ୍ଷ୍ୟ ହାସଲ କରିବା ପାଇଁ କେବଳ ଶାନ୍ତି ଏବଂ ଏକତାର ବାର୍ତ୍ତା ବିସ୍ତାର କରିବା ଆବଶ୍ୟକ ବୋଲି ବିଶ୍ୱ ପରିବାର ଦିବସ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଅବଗତ କରାଯାଇଥାଏ।

୧୯୯୯ରେ ମିଳିତ ଜାତିସଂଘର ସାଧାରଣ ସଭା ବିଶ୍ୱ ଶାନ୍ତି ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସଦସ୍ୟ ରାଷ୍ଟ୍ରମାନେ ବର୍ଷର ଗୋଟିଏ ନିର୍ଦ୍ଦିଷ୍ଟ ଦିନକୁ ଆନୁଷ୍ଠାନିକ ଭାବରେ ବିଶ୍ୱ ଶାନ୍ତି ପାଇଁ ଉତ୍ସର୍ଗ କରିବାକୁ ଚୂଡ଼ାନ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା। ଏହାର ସକରାତ୍ମକ ପ୍ରଭାବ ଦେଖି ଗ୍ଲୋବାଲ ଫ୍ୟାମିଲି ଡେକୁ ଜାତିସଂଘ ଦ୍ୱାରା ୨୦୦୧ରେ ବାର୍ଷିକ କାର୍ଯ୍ୟକ୍ରମ ଘୋଷିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri