Posted inଫୁରସତ

ବସୁଧୈବ କୁଟୁମ୍ବକମ୍‌ ଆଣେ ଏକତା

ସମସ୍ତଙ୍କର ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିଲେ ସମୃଦ୍ଧ ପୃଥିବୀ ଲକ୍ଷ୍ୟ ସମ୍ଭବ ହୋଇପାରିବ। ଏହାଦ୍ୱାରା ବସୁଧୈବ କୁଟୁମ୍ବକମ୍‌ ଲକ୍ଷ୍ୟ ପୂରଣ ହେବା ସହିତ ଲୋକଙ୍କ ମଧ୍ୟରେ ଭାତୃତ୍ୱ ବନ୍ଧନ ସୁଦୃଢ଼ ହୋଇ ଏକତା ଭାବ ବୃଦ୍ଧି ପାଇଥାଏ। ଗରିବ ଲୋକମାନଙ୍କର ବିଶ୍ୱସ୍ତରୀୟ ମୂଲ୍ୟବୋଧକୁ ଚିହ୍ନିବା ଏବଂ ବିଭିନ୍ନ ଦେଶରେ ଦାରିଦ୍ର୍ୟ ହ୍ରାସ କରିବା ବିଷୟରେ ବିକଶିତ ଦେଶଙ୍କୁ ଅବଗତ କରାଇବା ଏବଂ ସଚେତନତା ସୃଷ୍ଟି କରିବା ଲାଗି ପ୍ରତିବର୍ଷ ଡିସେମ୍ବର ୨୦ରେ ଅନ୍ତର୍ଜାତୀୟ ମାନବ ଏକତା ଦିବସ ପାଳନ କରାଯାଇଥାଏ।

୨୦୦୫ରେ ଜାତିସଂଘର ସାଧାରଣ ମହାସଭାରେ ଏହି ଦିବସ ପାଳନ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏକତା ପାଣ୍ଠି ଗଠନ ଏବଂ ଏହାଦ୍ୱାରା ପୃଥିବୀର ବିଭିନ୍ନ ଦେଶରୁ ଦାରିଦ୍ର୍ୟ ଦୂରୀକରଣ ଲକ୍ଷ୍ୟ ମିଳିତ ଜାତିସଂଘର ବିକାଶ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ସମସ୍ତଙ୍କ ପାଇଁ ଉତ୍ତମ ଭବିଷ୍ୟତକୁ ସୁଗମ କରିବା ଲାଗି ପରିକଳ୍ପିତ ସ୍ଥାୟୀ ବିକାଶ ଲକ୍ଷ୍ୟ ମାଧ୍ୟମରେ ଦାରିଦ୍ର ତଥା ଅନ୍ୟାନ୍ୟ ପ୍ରତିବନ୍ଧକ ହଟାଇବାର ଉଦ୍ୟମ ସମ୍ପର୍କରେ ଏହି ଦିବସରେ ସଚେତନତା ସୃଷ୍ଟି କରାଯାଇଥାଏ।
ବିବିଧତାମୟ ପୃଥିବୀରେ ଏକତାକୁ ପାଳନ କରିବା ଲାଗି ଜାତିସଂଘ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଏହି ଅବସରରେ ଆୟୋଜନ କରାଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri