Posted inଜାତୀୟ

ମୁଖ୍ୟମନ୍ତ୍ରୀ ଆସନ ପାଇଁ ସସପେନ୍ସ ଭିତରେ ନଡ୍ଡାଙ୍କୁ ଭେଟିଲେ ବସୁନ୍ଧରା

ଜୟପୁର,୭।୧୨: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ମଧ୍ୟରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ। ସେ ତାଙ୍କ ପୁଅ ତଥା ଏମପି ଦୁଶ୍ୟନ୍ତ ସିଂଙ୍କ ସହ ନଡ୍ଡାଙ୍କ ବାସଭବନରେ ପହଞ୍ଚିଥିଲେ। ବୈଠକ ପରେ ବସୁନ୍ଧରା ରାଜେ ହସି ହସି କାର ଭିତରୁ ମିଡିଆ ଆଡକୁ ହାତ ବୁଲାଇଲେ।
ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏପର୍ଯ୍ୟନ୍ତ କୌଣସି ନେତାଙ୍କ ନାମ ଘୋଷଣା କରିନାହିଁ, କିନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ କେତେକ ନେତାଙ୍କ ନାମକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥିମଧ୍ୟରୁ ବାବା ବାଲକନାଥଙ୍କ ନାମକୁ ନେଇ ଅନେକ ଆଲୋଚନା ହେଉଛି।
ତିଜାରା ବାବା ବାଲକନାଥରୁ ଭାଜପା ବିଧାୟକ ଗୁରୁବାର ଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଛନ୍ତି। ସେ ଏମପି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ରାଜସ୍ଥାନର ଅଲୱାରର ଲୋକ ସଭା ସଦସ୍ୟ ଥିଲେ। ଏହାପୂର୍ବରୁ ରାଜସ୍ଥାନ ଭାଜପା ସଭାପତି ସିପି ଯୋଶୀ ଏକ ଘରୋଇ ଟେଲିଭଜନ ଚ୍ୟାନେଲକୁ ମୁଖ୍ୟମନ୍ତ୍ରୀ ପଦବୀ ସମ୍ପର୍କରେ କହିଥିଲେ ଯେ ବସୁନ୍ଧରା ରାଜେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ ଦଳର ଶୀର୍ଷ ନେତୃତ୍ୱଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଦିଲ୍ଲୀ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri