କାର୍ତ୍ତିକ ମାସ ପାଇଁ ବଟେଶ୍ୱର ପୀଠ ଚଳଚଞ୍ଚଳ: ଜୋର୍‌ଦାର ଚାଲିଛି କାର୍ଯ୍ୟ

ଗଞ୍ଜାମ,୮ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ଜିଲା ପ୍ରସିଦ୍ଧ ପବିତ୍ର ବଟେଶ୍ୱର ଶୈବପୀଠ ଅବସ୍ଥିତ। ବର୍ତ୍ତମାନ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଥିବା ବେଳେ ପ୍ରତ୍ୟେକ ସୋମବାର ଉକ୍ତ ଶୈବ ପୀଠରେ ହଜାର ହଜାର ଭକ୍ତଙ୍କ ଭିଡ଼ ଜମିବ। ଏଥିସହ ଆସନ୍ତା ପାଞ୍ଚରେ ବଟେଶ୍ୱର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ବାଲିଯାତ୍ରାକୁ ପରିଚାଳିତ କରୁଥିବା ୬ ଖଣ୍ଡ ଗ୍ରାମର କମିଟି ସଦସ୍ୟମାନଙ୍କ ଦ୍ୱାରା ଜେସିବି ସାହାଯ୍ୟରେ ହୁମ୍ମାଠାରୁ ବଟେଶ୍ୱରକୁ ସଂଯୋଗ ରାସ୍ତା ସଫେଇ କରାଯାଇଥିଲା l ଏହି ସଫେଇରେ ବଟେଶ୍ୱର ଐତିହ୍ୟ ସରଂକ୍ଷଣ କମିଟି ଉପଦେଷ୍ଟା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ, କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ, ସମ୍ପାଦକ ରଞ୍ଜିତ କୁମାର ପଲାଇ, କୋଷାଧ୍ୟକ୍ଷ ନିରାକାର ଜେନା, ଶିବରାମ ପଲାଇ, ବୃନ୍ଦାବନ ପ୍ରଧାନ, ଦୁର୍ଯ୍ୟୋଧନ ରେଡ୍ଡୀ, ମୁସଲେୟl, ସାଇରାମ, ତ୍ରିନାଥ ରେଡ୍ଡୀ, ଯୁଧିଷ୍ଠିର ରେଡ୍ଡୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଆସନ୍ତା ଶୁକ୍ରବାର ବଟେଶ୍ୱର ପୀଠ ପରିସରରେ ବାଲିଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ବୋଲି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri