ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।

ବଟେଶ୍ୱର ବାଲିଯାତ୍ରା ପରିଚାଳନା କମିଟି ସଭାପତି ରଙ୍କନିଧି ସ୍ୱାଇଁ ଏହାର ଶୁଭାରମ୍ଭ କରିଥିଲେ। ମନ୍ଦିର ପରିଚାଳନା କମିଟି ଉପସଭାପତି ଶବର ତରାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପଦେଷ୍ଟା ଦିଲ୍ଲୀପ ଛୋଟରାୟ, ସମ୍ପାଦକ ରଞ୍ଜିତ ପଲାଇ, ବରିଷ୍ଟ ସଦସ୍ୟ ଶିବାରାମ ସ୍ୱାଇଁ, କୋଷାଧ୍ୟକ୍ଷ ନିରାକାର ଜେନା, ପବିତ୍ର ସ୍ୱାଇଁ, ସଞ୍ଜୟ ତରାଇ, ରବିନ୍ଦ୍ର ଆଚାରୀ, ଏ. ତ୍ରିନାଥ, ଧର୍ମରାଜ ସ୍ୱାଇଁ, ଶେଷଦେବ ଛାଟୋଇ, ବିରେନ ପ୍ରଧାନ, କୃଷ୍ଣ ଚନ୍ଦ୍ର ରେଡି, ବୃନ୍ଦାବନ ପ୍ରଧାନ, ଶିବରାମ ରେଡି, ଏସ. ମୁସ୍ଲେୟା, ସାଇରାମ ପ୍ରମୁଖ ବାଲିଯାତ୍ରା କମିଟି କର୍ମକର୍ତ୍ତା ଉପସ୍ଥିତ ଥିଲେ। ମହୋତ୍ସବରେ କଣ୍ଟିଆଗଡ଼, ନୀଳାଦ୍ରିପୁର, ଖଟୁଆକୁଦା, ଗୋଖରକୁଦା, ମୟୁରପଦା, ପୋଡ଼ାମପେଟା ଆଦି ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଗୀତ, ନୃତ୍ୟ ପ୍ରଦର୍ଶନ ଦର୍ଶକଙ୍କ ମନ ମୋହିଥିଲା।

ଉମାକାନ୍ତ ବେହେରା ଓ ସୁଶ୍ରୀ ବିଜୟଲକ୍ଷ୍ମୀ ମହାଙ୍କୁଡ଼ ବିଚାରକ ଭାବେ କୃତୀ ପ୍ରତିଯୋଗୀ ଚୟନ କରିଥିଲେ। ସେମାନଙ୍କୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମାନପତ୍ର ଓ ସିଲ ପ୍ରଦାନ ପୂର୍ୱକ ସମ୍ମାନିତ କରାଯାଇଥିଲା।
(((ଫଟୋ-ବିଏମ-୧୬-୬-କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥି ଓ ପୁରସ୍କୃୃତ ଛାତ୍ରୀଛାତ୍ର


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri