Posted inଖେଳ

୩୫ ବର୍ଷରେ ପାଦ ଥାପିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ଆଜି ଅର୍ଥାତ୍‌ ନଭେମ୍ବର ୫ରେ ହେଉଛି ଜନ୍ମଦିନ। ଆଜି ସେ ୩୫ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରିକେଟ୍‌ ଦୁନିଆରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ କରି ଚାଲିଛନ୍ତି। ବର୍ତ୍ତମାନ ବିଶ୍ବକପ୍‌ ଖେଳୁଥିବା ବିରାଟ ଫୁଲ୍‌ଫର୍ମରେ ଅଛନ୍ତି। ଆଜିର ଏହି ଖାସ୍‌ ଦିନରେ ଜାଣନ୍ତୁ ବିରାଟଙ୍କ ସମ୍ପର୍କରେ ଆଉ କିଛି କଥା…

Virat Kohli celebrates 35th birthday on Sunday (BCCI Twitter)

ସେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବରେ ୨୦୦୮ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ଗତ ୧୫ ବର୍ଷ ମଧ୍ୟରେ ସେ ଅନେକ ସଫଳତା ହାସଲ କରିଛନ୍ତି। ପ୍ରଥମ ଦିନରୁ ଅର୍ଥାତ୍‌ ୨୦୦୮ରେ ସେ ଭାରତକୁ ୟୁ-୧୯ ବିଶ୍ୱକପ୍‌ ବିଜୟରେ ପହଞ୍ଚାଇଥିଲେ। ବିରାଟ ନିଜର ଅସାଧାରଣ ରନ୍‌ ସ୍କୋର କରିବାର କ୍ଷମତା ହାସଲ କରିବା ସହିତ କ୍ରମାଗତ ଭାବରେ ଚର୍ଚ୍ଚାରେ ରହିଆସୁଛନ୍ତି।

Men's ODI WC: I Never Thought Of Scoring So Many Hundreds In These 12 Years: Virat Kohli

ବିରାଟ ୫୧୧୪ଟି ଅନ୍ତର୍ଜାତୀୟ ମ୍ୟାଚ୍‌ (ଓଡିଆଇ, ଟେଷ୍ଟ, ଏବଂ ଟି-୨୦)ରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି ଏବଂ ୪ ନଭେମ୍ବର ୨୦୨୩ ସୁଦ୍ଧା ୨୬,୨୦୯ ରନ୍‌ ସ୍କୋର କରିଛନ୍ତି।

IND vs NZ ICC Cricket World Cup 2023: List of records achieved by Virat Kohli last night vs New Zealand

ନିକଟରେ ଶ୍ରୀଲଙ୍କା ବିପକ୍ଷ ଆଇସିସି ବିଶ୍ୱକପ୍‌ ମ୍ୟାଚ ବେଳେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଛନ୍ତି। କୋହଲି ୮ ବର୍ଷ ପାଇଁ ଏକ କ୍ୟାଲେଣ୍ଡର ବର୍ଷରେ ୧୦୦୦-ପ୍ଲସ ରନ୍‌ ଶେଷ କରିଛନ୍ତି। ତେନ୍ଦୁଲକର ତାଙ୍କ କ୍ରିକେଟ କ୍ୟାରିୟରରେ ୭ଥର ଏହି ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?