ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର: ସାମ୍ନାକୁ ଆସିଲା ଭୟଙ୍କର ଦୁର୍ଘଟଣା ଦୃଶ୍ୟ

ଭୁବନେଶ୍ୱର,୧୪।୨: ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର। ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ବ୍ରିଟ କଲୋନୀ ମୁଖ୍ୟ ରାସ୍ତାରେ। ଏଥିରେ ୪ ଆହତ ହୋଇଥିବା ବେଳେ ଡ୍ରାଇଭର ଥାନାରେ ଅଟକ ଅଛନ୍ତି। ଡ୍ରାଇଭର ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ, ସିସିଟିଭିରେ ଭୟଙ୍କର ଦୁର୍ଘଟଣାର ଦୃଶ୍ୟ କଏଦ୍‌ କରାଯାଇଛି। ଯାହା ବର୍ତ୍ତମାନ ସାମ୍ନାକୁ ଆସିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri