ହୁତୁ ହୁତୁ ହୋଇ ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି, ଚାଳକ…

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି। ଅଳ୍କକେ ବର୍ତ୍ତିଗଲେ ଚାଳକ। ଏଭଳି ଏକ ଘଟଣା ରାୟଗଡ଼ା ସଦର ବ୍ଲକ ଚାନ୍ଦିଲି ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଥାନା ଅନ୍ତର୍ଗତ ଜେକେପୁର ସ୍ଥିତ ଜେକେ ସାଇକଲ ଦୋକାନ ମାଲିକ ଏମ୍‌ ଗୌରୀ ଶଙ୍କର ରାୟଗଡ଼ା କୌଣସି କାମରେ ଆସି ନିଜ ବ୍ୟାଟେରୀ ଚାଳିତ ସ୍କୁଟି(ନଂ ଓଡି୧୮ଜି୪୭୬୪)ରେ ଜେକେପୁର ଫେରୁଥିଲେ। ଭାକୁରଗୁଡାଠାରେ ରାତି ପ୍ରାୟ ୯.୩୦ ସମୟରେ ତାଙ୍କ ସ୍କୁଟିରେ ନିଆଁ ଲାଗିଯାଇଥିଲା। ସେ ସ୍କୁଟି ଚଳାଇ ଯିବା ସମୟରେ ପଛ ପଟୁ ଆସୁଥିବା ବାଇକ ଚାଳକ ଗାଡିରୁ ଧୂଆଁ ବାହାରୁଥିବା ନେଇ କହିଥିଲେ। ଏହାପରେ ଗୌରୀ ଅଟକି ଗାଡିରୁ ଓହ୍ଲାଇ ପଡ଼ିଥିଲେ। ଯାହାକୁ ନେଇ ଗୌରୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସ୍କୁଟିଟି ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ରାୟଗଡ଼ା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri