Posted inଜାତୀୟ

ତାରିଖ ଘୋଷଣା କଲା ବ୍ୟାଟେଲଗ୍ରାଉଣ୍ଡ୍‌

ନୂଆଦିଲ୍ଲୀ,୧୪।୫ : ପବ୍‌ଜୀ ଗେମ୍‌ର ନୂଆ ଅବତାର ‘ ବ୍ୟାଟେଲଗ୍ରାଉଣ୍ଡ ମୋବାଇଲ ଇଣ୍ଡିଆ ’ର ପ୍ରି-ରେଜିଷ୍ଟ୍ରେଶନ ତାରିଖ ଘୋଷଣା କରିଛି ଭିଡିଓ ଗେମ୍‌ ଡେଭଲପର କ୍ରାଫ୍ଟନ। ଆସନ୍ତା ୧୮ ତାରିଖରୁ ଗେମ୍‌ ଆରମ୍ଭ ହେବ ପ୍ରି-ରେଜିଷ୍ଟ୍ରେଶନ। ଏହି ଗେମ୍‌ ଉଭୟ ଆନରଏଡ ଓ ଆଇଓଏସ୍‌ ଡିଭାଇସ ପାଇଁ ଉପଲବ୍ଧ ହେବ। କିନ୍ତୁ ଡେଭଲପରଙ୍କ ପକ୍ଷରୁ କେବଳ ଆନରଏଡ୍‌ ପାଇଁ ଘୋଷଣା କରାଯାଇଛି ପ୍ରି-ରେଜିଷ୍ଟ୍ରେଶନ ଡେଟ୍‌। ଏହାର ଅର୍ଥ ଆପଲ ୟୁଜରଙ୍କୁ ଆହୁରି ଅପେକ୍ଷା କରିବାକୁ ପଡ଼ିବ।

ଗେମ୍‌ ପାଇଁ ଆଗୁଆ ରେଜିଷ୍ଟର କଲେ ୟୁଜରଙ୍କୁ ପୁରସ୍କୃତ କରାଯିବ ବୋଲି କ୍ରାଫ୍ଟନ ପକ୍ଷରୁ ଘୋଷଣା କରାଯାଇଛି। ଗେମ୍‌ ଲଞ୍ଚ ହେବା ପରେ ପୁରସ୍କାରଗୁଡ଼ିକ ଉପଲବ୍ଧ ହେବ।

କେଉଁ ଭଳି ଆଗୁଆ ରେଜିଷ୍ଟର କରିବେ ?

ୟୁଜରଙ୍କୁ ପ୍ରଥମେ ଗୁଗୁଲ ପ୍ଲେ ଷ୍ଟୋରକୁ ଯିବାକୁ ପଡ଼ିବ। ଗେମ୍‌ ସର୍ଚ୍ଚ କରିବା ପରେ ‘ପ୍ରି-ରେଜିଷ୍ଟର’ ବଟନ ଉପରେ କ୍ଲିକ କରି ରେଜିଷ୍ଟ୍ରେଶନ କରିପାରିବେ। ଏହି ପ୍ରକ୍ରିୟା ୧୮ ତାରିଖରୁ ଆରମ୍ଭ ହେବ। ଏହି ଗେମ୍‌ ଡାଉନଲୋଡ ପାଇଁ ଉପଲବ୍ଧ ହେଲା ପରେ ରେଜିଷ୍ଟ୍ରେଶନ କରିଥିବା ୟୁଜରଙ୍କୁ ନୋଟିଫିକେଶନ ଜରିଆରେ ଜଣାଇଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri