ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ ହେବ।

ଏନେଇ ଉଭୟ ଟିମ୍‌ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। ସ୍ବତନ୍ତ୍ର ବିମାନରେ ଆସି ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ଭିତରେ ହୋଟେଲ ମେ’ ଫେୟାରରେ ପହଞ୍ଚିଲେ ଦୁଇ ଦେଶର ଖେଳାଳି। ହୋଟେଲ ପରିସରରେ ଉଭୟ ଦଳର ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri